ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି: ଏସ୍. ଜୟଶଙ୍କର

ଭୁବନେଶ୍ୱର,୪।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଏହି ସମୟରେ ସେ ଓଡ଼ିଶାର କଳା, ସଂସ୍କୃତି ଏବଂ ଲୋକମାନଙ୍କ ଅମଧ୍ୟରେ ଥିବା ଦକ୍ଷତା ବିଷୟରେ ଆଲୋକପାତ କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟିରେ ଓଡ଼ିଶା କିପରି ଭିନ୍ନ ସେ କହିଛନ୍ତି। ଏହି କ୍ରମରେ ଜି-୨୦ରେ କୋଣାର୍କ ଚକ୍ରକୁ ସ୍ଥାନିତ କରିଥିଲେ ପ୍ରଧାନମନ୍ତ୍ରୀ। ଓଡ଼ିଶାର କଳା, ସଂସ୍କୃତିକୁ ମୋଦିଙ୍କ ଭଲ ପାଇବାର ଏହା ନିଦର୍ଶନ। ତେବେ ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଥିବା ଜୟଶଙ୍କର କହିଛନ୍ତି।

ଓଡ଼ିଶାରେ ୫୩ ଲକ୍ଷ ମହିଳାଙ୍କୁ ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ୍‌ ମିଳିଛି। ସ୍ୱନିଧି ଯୋଜନାରେ ୫୪ ହଜାର ଉପଭୋକ୍ତା ମଧ୍ୟ ଓଡ଼ିଶାର ଅଛନ୍ତି। ତେଣୁ ମୋଦିଙ୍କ ସହଯୋଗୀ ଭଳି ଓଡ଼ିଶାରେ ସରକାର ହେବା ଉଚିତ ବୋଲି ସେ କହିଛନ୍ତି। ସେହିଭଳି ଓଡ଼ିଶା ସହଯୋଗରେ ସଂସଦରେ ୪ଶହ ପାର୍‌ ହେବା ଏବଂ ଓଡ଼ିଶା ଲୋକ ମୋଦିଙ୍କୁ ସଶକ୍ତ କରିବା ବିଶ୍ୱାସ ତାଙ୍କର ରହିଛି।

‘ଗତ ୧୦ ବର୍ଷ ମଧ୍ୟରେ କେନ୍ଦ୍ରରୁ ଓଡ଼ିଶାକୁ ୧୮ ଲକ୍ଷ କୋଟିର କେନ୍ଦ୍ରୀୟ ଅନୁଦାନ ମିଳିଛି। ସାଗରମାଳା ପ୍ରକଳ୍ପରେ ୫୪ ହଜାର କୋଟିର ଅନୁଦାନ ମିଳିଛି। ୨.୭ ଲକ୍ଷ ଲୋକଙ୍କୁ ଆବାସ ଯୋଜନାରେ ଘର ମିଳିଛି। ତେବେ ଓଡ଼ିଶାରେ ଥିବା ସଂପଦ ତୁଳନାରେ ରାଜ୍ୟର ବିକାଶ ହୋଇ ନାହିଁ। ସେହିପରି ଦେଶ ସୁରକ୍ଷା ନେଇ ମୋଦି ସରକାର କୌଣସି ସାଲିସ କରିବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri