ମା’ବାପାଙ୍କୁ ହରାଇଥିଲେ, ଚାକିରିରେ ଥାଇ ୟୁପିଏସ୍‌ସି ପ୍ରସ୍ତୁତି; କିଛି ଏଭଳି ଆଇଏଏସ୍‌ ଅନିମେଶଙ୍କ ସଂଘର୍ଷ କାହାଣୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ୨୦୨୩ ୟୁପିଏସ୍‌ସି ପରୀକ୍ଷାଫଳ ପ୍ରକାଶିତ ହୋଇଛି। ସର୍ବ ଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ରଖି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଅନୁଗୋଳ ଜିଲାର ଅନିମେଶ ପ୍ରଧାନ। ବ୍ୟକ୍ତିଗତ ଜୀବନରେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରୁଥିଲେ ହେଁ ଧୌର୍ଯ୍ୟର ସହ ଲକ୍ଷ୍ୟପଥରେ ବଢ଼ି ସେ ଅନ୍ୟମାନଙ୍କ ପାଇଁ ବଡ଼ ଦୃଷ୍ଟାନ୍ତ ସୃଷ୍ଟି କରିଛନ୍ତି।

ଅନିମେଶଙ୍କ ସଂଘର୍ଷ କାହାଣୀ ବେଶ ଲମ୍ବା। ସେ ଯୁକ୍ତ ଦୁଇ ବିଜ୍ଞାନରେ ୯୭ ପ୍ରତିଶତରୁ ଅଧିକ ମାର୍କ ରଖି ଉତ୍ତୀର୍ଣ୍ଣ ହେବା ପରେ ରାଉରକେଲା ଏନ୍‌ଆଇଟିରୁ ସଫଳତାର ସହିତ ପାସ ଆଉଟ୍‌ ହେଇଛନ୍ତି। ଏପରିକି ସେ ଆଇଓସିଏଲରେ କାର୍ଯ୍ୟରତ ଥାଇ ୟୁପିଏସ୍‌ସି ପରୀକ୍ଷାରେ ସଫଳ ହୋଇଛନ୍ତି।

ହିଙ୍ଗୁଳା ମହାବିଦ୍ୟାଳୟରେ ଅଧ୍ୟକ୍ଷ ଥିବା ତାଙ୍କର ପିତା ପ୍ରଭାକର ପ୍ରଧାନଙ୍କର ୨୦୧୭ରେ ପରଲୋକ ଘଟିଥିଲା। ଏହାପରେ ଏମ୍‌ସିଏରେ କାର୍ଯ୍ୟରତ ମା ଅରୁଣା ପ୍ରଧାନ ଗତ ଜାନୁଆରୀ ମାସରେ ଆଖି ବୁଜିଛନ୍ତି। ତେବେ ବ୍ୟକ୍ତିଗତ ଜୀବନରେ ଉଭୟ ପିତା ମାତାଙ୍କୁ ହରାଇଥିଲେ ସୁଦ୍ଧା ଜୀବନର ଲକ୍ଷ୍ୟ ପ୍ରତି ଥିବା ତାଙ୍କର ଦୃଢ଼ ସଂକଳ୍ପ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri