ଭୁବନେଶ୍ୱର, ୪ା୭,(ସରୋଜ ଜେନା): ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ଜୁନିୟର ମହିଳା ହକି ଚାମ୍ପିୟନଶିପ୍ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି ଓଡ଼ିଶା। ସୋମବାର ତାମିଲନାଡୁକୁ ୪-୦ରେ ହରାଇ ଦଳ କ୍ୱାର୍ଟରlରେ ସ୍ଥାନ ସୁରକ୍ଷିତ କରିଛି। ଘରୋଇ ଦଳ ପକ୍ଷରୁ ପ୍ରତିଭା ଏକ୍କା(୯ ମିନିଟ୍), ରମ୍ଭା କୁଜୁର(୧୬ ମିନିଟ), ଅସୀମା ରାଉତ(୨୯ ମିନିଟ) ଓ ପୂଜା ସାହୁ(୫୮ ମିନିଟ) ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ପ୍ରଥମ କ୍ୱାର୍ଟରରେ ପ୍ରତିଭା ଗୋଲ ଦେଇଥିବା ବେଳେ ଦ୍ୱିତୀୟ କ୍ୱାର୍ଟରରେ ଅସୀମା ଓ ରମ୍ଭା ସ୍କୋର କରିଥିଲେ। ତୃତୀୟ କ୍ୱାର୍ଟର ଗୋଲ ଶୂନ୍ୟ ରହିଥିବା ବେଳେ ମ୍ୟାଚ ଶେଷ ହେବାକୁ ୨ ମିନିଟ ରହିଥିବା ବେଳେ ପୂଜା ଗୋଲ ଦେଇଥିଲେ। ମଙ୍ଗଳବାର ଓଡ଼ିଶା ଏହାର କ୍ୱାର୍ଟର ମୁକାବିଲାରେ ଛତିଶଗଡକୁ ଭେଟିବ।
ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ
ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…
ମୁମ୍ବାଇକୁ ହରାଇ ପ୍ଲେଅଫ୍ରେ ରାଜସ୍ଥାନ: ବାଦ୍ ପଡ଼ିଲେ କୋଲକାତା, ପଞ୍ଜାବ
ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…
ମୁଖ୍ୟମନ୍ତ୍ରୀ ବସ୍ ଧକ୍କାରେ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ
ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍ ଏବଂ ବାଇକ୍…
ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ
ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…
ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର
ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…
ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…
ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…
ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍ ପୋଲିସ
ବରଗଡ଼/ଗାଇସିଲେଟ୍,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍ କରିଛି । ଶନିବାର ଜିଲାର ଗାଇସିଲେଟ୍ ଥାନା ପୋଲିସ ୭୩୩ ବୋତଲ…
ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ
ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…
Archives

