Posted inଖେଳ

ଓଡ଼ିଶା ସେମିଫାଇନାଲରେ

ଭୁବନେଶ୍ୱର, ୧୫ା୩(ସ୍ପୋଟର୍‌ସ ବ୍ୟୁରୋ): ଦୃଷ୍ଟି ବାଧିତ ଜାତୀୟ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ନାଗେଶ ଟ୍ରଫିର ସୁପର-୮ ପର୍ଯ୍ୟାୟରେ ଚଣ୍ଡିଗଡ଼ ବିପକ୍ଷ ଦ୍ୱିତୀୟ ଲିଗ୍‌ ମ୍ୟାଚ ଓଡ଼ିଶା ୯ ଉଇକେଟରେ ଜିତି ନେଇଛି। ହାଇଦ୍ରାବାଦର ଏଓ୍ବାଇଆର୍‌ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚରେ ଚଣ୍ଡିଗଡ଼ ଟସ୍‌ ଜିତି ପ୍ରଥମେ କରିବାକୁ ଯାଇ ୧୯.୫ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୬୦ ରନ କରିଥିଲା। ଓଡ଼ିଶା ତରଫରୁ ଲିଙ୍ଗରାଜ ରାଉତରା ୩ , ସୁଖରାମ ମାଝି ୨ ଏବଂ ଦେବରାଜ ବେହେରା ଗୋଟିଏ ଉଇକେଟ ଅକ୍ତିଆjର କରିଥିଲେ।
ସହଜ ବିଜୟ ଲକ୍ଷ୍ୟର ପିଛା କରି ଓଡ଼ିଶା ୬.୨ ଓଭରରେ ଗୋଟିଏ ଉଇକେଟ ବିନିମୟରେ ୬୧ ରନ କରିବା ସହ ମ୍ୟାଚ ଜିତିନେଇଥିଲା। ଓଡ଼ିଶା ତରଫରୁ ଅଞ୍ଜନ ସିଂ ୨୯ ଏବଂ ଶୁକଦେବ ସୋରେନ ୧୦ରନ କରି ଅପରାଜିତ ରହିଥିବା ବେଳେ ଜାଫର ଇକ୍‌ବାଲ ୧୬ ରନ କରିଥିଲେ। ଗ୍ରୁପ୍‌ ଏ’ରେ ପଛକୁ ପଛ ଦୁଇଟି ମ୍ୟାଚରେ ବିଜୟ ହାସଲ କରି ଓଡ଼ିଶା ସେମିଫାଇନାଲରେ ପ୍ରବେଶ କରିଛି। ସୁପର-୮ ପର୍ଯ୍ୟାୟରେ ଓଡ଼ିଶା ଏହାର ଅନ୍ତିମ ଲିଗ୍‌ ମ୍ୟାଚ ବୁଧବାର ଆନ୍ଧ୍ର ପ୍ରଦେଶ ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri