ସ୍ବାଧୀନତା ଦିବସ ପାଇଁ ଗାଇଡ୍‌ଲାଇନ୍‌ ଜାରି: ଜାଣନ୍ତୁ କ’ଣ କରିବେ ନାହିଁ…

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ଚଳିତବର୍ଷ କୋଭିଡ୍‌ ନିୟମ ମାନି ପାଳିତ ହେବ ସ୍ବାଧୀନତା ଦିବସ। ଏଥିନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। କୋଭିଡ୍‌ ନିୟମ ମାନି ସମସ୍ତ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସରକାରଙ୍କ ଗାଇଡ୍‌ଲାଇନ୍‌ ଅନୁଯାୟୀ, ଏଥର ସ୍ବାଧୀନତା ଦିବସରେ ସକାଳ ୯ଟା ପରେ ଜାତୀୟ ପତାକା ଉତ୍ତୋଳନ ହେବ। ପରେଡ୍‌ କିମ୍ବା ମାର୍ଚ୍ଚପାଷ୍ଟ ହେବ ନାହିଁ। ଏହି କାର୍ଯ୍ୟକ୍ରମରେ ସାଧାରଣ ଲୋକଙ୍କ ଅଂଶଗ୍ରହଣକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri