ଓଡ଼ିଶାରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଅପୂର୍ବ ଚନ୍ଦ୍ର

ଭୁବନେଶ୍ୱର,୧ା୪(ବ୍ୟୁରୋ): କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଅପୂର୍ବ ଚନ୍ଦ୍ର ଗୁରୁବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ମନ୍ତ୍ରଣାଳୟର ସଚିବ ଭାବେ ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ସଚିବ ଚନ୍ଦ୍ର ମନ୍ତ୍ରଣାଳୟ ଅଧୀନ ରାଜ୍ୟର ସମସ୍ତ ବିଭାଗର କାର୍ଯ୍ୟ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ସେ ୧୯୮୮ ବ୍ୟାଚ ଭାରତୀୟ ପ୍ରଶାସନିକ ସେବା ମହାରାଷ୍ଟ୍ର କ୍ୟାଡରର ବରିଷ୍ଠ ଅଧିକାରୀ। ଏହାପୂର୍ବରୁ ସେ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟର ସଚିବ, ପ୍ରତିରକ୍ଷା ମନ୍ତ୍ରଣାଳୟର ମହାନିର୍ଦ୍ଦେଶକ, ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ତଥା ମହାରାଷ୍ଟ୍ର ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଦାୟିତ୍ୱ ନିର୍ବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…

ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର…

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri