ଓଡ଼ିଶା ପାଲଟିଛି ବ୍ରାଉନସୁଗାର ହବ୍‌

ଭୁବନେଶ୍ୱର,୧୭।୩: ପ୍ରତ୍ୟେକ ଦିନ ନିଶା କାରବାରରେ ଅନେକ ଧରାପଡ଼ି ଜେଲ୍‌କୁ ଯାଇଥାନ୍ତି। ଏହା ଏକ ନିତିଦିନିଆ ଘଟଣା ହୋଇଥିବା ବେଳେ ବ୍ରାଉନସୁଗାର ହବ୍‌ ପାଲଟିଛି ଓଡ଼ିଶା। ଏ ନେଇ ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଲିଖିତ ଉତ୍ତର ରଖିଛନ୍ତି। ୩ ବର୍ଷରେ ୭୭.୩୪୪ କେଜି ବ୍ରାଉନସୁଗାର ଜବତ ହୋଇଛି। ୫୯୨୦ଟି ମାମଲାରେ ଗିରଫ ହୋଇଛନ୍ତି ୭୨୮୯ ଜଣ।
ସେହିଭଳି ୪୪୩୬.୭୬ କ୍ବିଣ୍ଟାଲ ଗଞ୍ଜେଇ ମଧ୍ୟ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri