ଜଳୁଛି ଓଡ଼ିଶା, ସକାଳ ସାଢେ ୫ଟା ସୁଦ୍ଧା ୩୧ ଛୁଇଁଲା ପାରା

ଭୁବନେଶ୍ୱର,୩୦।୫: କିଛିଦିନ ତାତିରେ ବ୍ରେକ୍‌ ଲାଗିବା ପରେ ରାଜ୍ୟରେ ଅନୁଭୂତ ହୋଇଛି ଅସହ୍ୟ ତାତି । ମଙ୍ଗଳବାର ରାଜ୍ୟରେ ତାତି ୪୬ ଛୁଇଁଥିବାବେଳେ ଆଜି ସକାଳ ସାଡେ ୮ଟା ସୁଦ୍ଧା ପାରା ୩୯ ଛୁଇଁଛି। ଏହିକ୍ରମରେ ଭବାନୀପାଟଣାରେ ତାତି ୩୯ଡିଗ୍ରୀ ରେକର୍ଡ କରାଯିବା ସହ ସବୁଠାରୁ ଉତ୍ତପ୍ତ ସହର ହୋଇଛି।

ଗୁରୁବାର ସକାଳ ୫ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ତାପମାତ୍ରା ୩୧ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ରାଜଧାନୀର ଆଦ୍ରତା ୮୭ ପ୍ରତିଶତ ରହିଛି । ଆଜି ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ ବଲାଙ୍ଗୀର ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି ଓ ଢେଙ୍କାନାଳରେ ଗୁଳୁଗୁଳି ହେବବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 Mini Auction: ୩୫୦ରୁ ଅଧିକ ଖେଳାଳି, ୭୭ସ୍ଲଟ, KKR-CSK ନିକଟରେ ସବୁଠାରୁ ବଡ଼ ବଜେଟ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅପରାହ୍ନ ୨ଟା ୩୦ ସମୟରେ ହେବାକୁ ଥିବା ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ...

IPL 2026 ନିଲାମିର ଠିକ ପୂର୍ବରୁ BCCI କଲା ଫାଇନାଲ ଲିଷ୍ଟ, ସାମିଲ କଲା ଏହି ୧୯ ଖେଳାଳିଙ୍କୁ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର IPL 2026 ନିଲାମ, ବା ମିନି-ନିଲାମ, ବହୁତ ରୋମାଞ୍ଚକର ହେବାକୁ ଯାଉଛି। କୋଲକାତା ନାଇଟ ରାଇଡର୍ସ ଏବଂ ଚେନ୍ନାଇ ସୁପର କିଙ୍ଗସର ମିଳିତ...

୪୦ ବର୍ଷ ପରେ ମହିଳାଙ୍କ କାହିଁକି ଅଧିକ କେଶ ଝଡ଼େ? ଜାଣନ୍ତୁ ପ୍ରତିକାର

ପୁରୁଷ ହେଉ କି ମହିଳା, କେଶ ଝଡ଼ିବା ଏକ ସାଧାରଣ ସମସ୍ୟା। ତଥାପି ୪୦ ବର୍ଷ ବୟସ ପରେ ମହିଳାମାନଙ୍କର କେଶ ଝଡ଼ିବାର ସମ୍ଭାବନା ଅଧିକ...

VIDEO: ଆତଙ୍କବାଦୀଙ୍କୁ କାବୁ କରିଥିବା ଅହମ୍ମଦଙ୍କୁ ‘ଅଷ୍ଟ୍ରେଲିଆର ପ୍ରକୃତ ହିରୋ’ ବୋଲି କହିଲେ ପ୍ରଧାନମନ୍ତ୍ରୀ ଆଲବାନିଜ୍‌

ସିଡନୀ,୧୬।୧୨: ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଗୁଳିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୪୦ରୁ ଅଧିକ ଆହତ ହୋଇଛନ୍ତି। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି...

ଜେଲ ଯିବେ ୧୯୯୬ ବିଶ୍ୱ କପ ବିଜେତା, ଭାରତର ପଡ଼ୋଶୀ ଦେଶ କରିବ…

କଲମ୍ବୋ,୧୬।୧୨: ସୋମବାର ଏକ କୋର୍ଟକୁ ସୂଚନା ଦିଆଯାଇଛି ଯେ ଶ୍ରୀଲଙ୍କା କର୍ତ୍ତୃପକ୍ଷ ବିଶ୍ୱକପ ବିଜୟୀ କ୍ରିକେଟ ଅଧିନାୟକ ଅର୍ଜୁନ ରଣତୁଙ୍ଗାଙ୍କୁ ପେଟ୍ରୋଲିୟମ ମନ୍ତ୍ରୀ ଭାବରେ ତାଙ୍କ...

ଧନୁ ସଂକ୍ରାନ୍ତିରେ ଖୋଲିବ ଏହି ରାଶିର ଭାଗ୍ୟ, ମିଳିବ ଖୁସି ଖବର

ଆଜିଠାରୁ ଧନୁ ରାଶିର ସମୟ ଆରମ୍ଭ ହେଉଛି, ଯାହା ପରିବେଶକୁ ପୂର୍ବ ଅପେକ୍ଷା ଅଧିକ ସକାରାତ୍ମକ ଏବଂ ଭବିଷ୍ୟତମୁଖୀ କରିବ। ଲୋକମାନେ ବଡ଼ ଲକ୍ଷ୍ୟ ରଖିବେ...

ଛତୁଚାଷ ଦେଇଛି ପରିଚୟ: ଆତ୍ମନିର୍ଭର ସହ ୧୫ ପରିବାର ଚଳାଉଛନ୍ତି ଦୀନେଶ

ଅତାବିରା, ୧୬ା୧୨(ଯୁଧିଷ୍ଠିର ମହାପାତ୍ର):ଛତୁ କିଲୋ ପିଛା ଶହ ଶହ ଟଙ୍କାରେ ବିକ୍ରି କରି ନିଜର ଆର୍ଥିକ ସ୍ଥିତି ସୁଦୃଢ଼ କରିପାରିବା ସହ ଅନ୍ୟ ୨୭ ଜଣ...

ପବିତ୍ର ଧନୁ ସଂକ୍ରାନ୍ତି, ଆଜିିଠୁ ଶ୍ରୀଜୀଉଙ୍କୁ ପହିଲି ଭୋଗ ଲାଗି

ପୁରୀ,୧୬ା୧୨(ଅଜିତ୍‌ କୁମାର ମହାନ୍ତି): ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମଙ୍ଗଳବାର ଧନୁସଂକ୍ରାନ୍ତିରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହୋଇଛି। ପହିଲିଭୋଗ ନୀତି ଧନୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri