୧୫ରେ ଓଡ଼ିଶା ବନ୍ଦ

ଭୁବନେଶ୍ୱର,୭।୭(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ବୁଧବାରଠୁ କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ବାମ ଦଳ ଆନ୍ଦୋଳନକୁ ଓହ୍ଲାଇବ। ପେଟ୍ରୋଲ, ଡିଜେଲ ଓ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦରବୃଦ୍ଧି ପ୍ରତିବାଦରେ ବାମପନ୍ଥୀ ଦଳ ପକ୍ଷରୁ ଆସନ୍ତା ୧୫ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଜୁଲାଇ ୧୫ରେ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରିବ ବାମ ଦଳ । ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି ।
କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଟିକସ ହ୍ରାସ କରିବା, ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦର ହ୍ରାସ, କଳାବଜାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ, ପରିବାର ମୁଣ୍ଡପିଛା ୧୦ କେଜି ଚାଉଳ କିମ୍ବା ଗହମ ସହ ଅନ୍ୟାନ୍ୟ ଦାବି ନେଇ ଓଡ଼ିଶା ବନ୍ଦ ଡାକରା ଦେଇଛି ବାମ ଦଳ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri