ଓଡ଼ିଶା ଆସୁଛି ବଳଙ୍ଗା ପୀଡ଼ିତାଙ୍କ ମୃତଦେହ

ଭୁବନେଶ୍ୱର,୩।୮: ଓଡ଼ିଶା ଆସୁଛି ବଳଙ୍ଗା ପୀଡ଼ିତାଙ୍କ ମୃତଦେହ। ଦିଲ୍ଲୀରୁ ବିମାନ ଯୋଗେ ଓଡ଼ିଶା ଅଣାଯାଉଛି ମୃତଦେହ। ରାତି ୧୧ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ସୂଚନା ମିଳିଛି। ଏନେଇ ଭୁବନେଶ୍ବର ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଏପରିକି ବିମାନ ବନ୍ଦର ବାହାରେ ୬ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ କଲାଣି ଚୋରା ମଦ କାରବାର: ଦଣ୍ଡିମା, ସିମନବାଡିରେ ଅବାଧରେ ଚାଲିଛି ବ୍ୟବସାୟ 

ଦାରିଙ୍ଗବାଡି,୧୫।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଦିନକୁ ଦିନ ଚୋରା ମଦକାରବାର ବଢିବାରେ ଲାଗିଛି ।ବିଶେଷ କରି ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଅଞ୍ଚଳରେ…

ଯୁଦ୍ଧରେ ପୁଟିନଙ୍କ ଏଣ୍ଟ୍ରି? ଆମେରିକା ଆଖି ଆଗରେ ଖାମେନେଇଙ୍କୁ ନେଇଗଲା ରୁଷିଆ!

ମସ୍କୋ,୧୫।୩: ଏପର୍ଯ୍ୟନ୍ତ, ସମ୍ଭାବ୍ୟ ଇରାନ-ଆମେରିକା ସଂଘର୍ଷରେ ରୁଷିଆର ଭୂମିକା ସମ୍ପର୍କରେ ଆଲୋଚନା କେବଳ କଳ୍ପନାଜଳ୍ପନା ହୋଇ ରହିଥିଲା; ତଥାପି, ଏକ ନୂତନ ରିପୋର୍ଟ ଏବେ ସାମ୍ନାକୁ ଆସିଛି…

ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ, ବିଧାନସଭାରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନ

ଥୁଆମୂଳ ରାମପୁର,୧୫।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର…

ବ୍ୟବସାୟ କରିବାକୁ ଯାଉଥିଲେ, ସକାଳୁ ଘଟିଲା ବଡ଼ ଦୁର୍ଘଟଣା

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୋଦଣ୍ଡା ଛକ ନିକଟରେ ରବିବାର ସକାଳେ ଏକ ଡାଲା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଗୋପାଳ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ କମର୍ସିଆଲ LPG ସିଲିଣ୍ଡର…

ନୂଆଦିଲ୍‌ଲୀ,୧୫।୩: ରାଜ୍ୟ ସରକାର ଏଲପିଜି ସଙ୍କଟ ଭିତରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବାଣିଜି୍ୟକ ସିଲିଣ୍ଡର ବଣ୍ଟନ ପାଇଁ ଏକ ନୀତି ଜାରି କରିଛନ୍ତି। ଏହି ନୀତି…

ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ 

ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ …

ସୁଯୋଗରୁ ଫାଇଦା

ନଭେମ୍ୱର ୪, ୨୦୧୩ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୧୨୦ରୁ ଅଧିକ ଭାରତୀୟ ଦୂତାବାସର ମୁଖ୍ୟମାନଙ୍କ ସହ କଥା ହୋଇ ତାଙ୍କ ବୈଦେଶିକ ନୀତିକୁ ସ୍ପଷ୍ଟ କରୁଥିବା…

ଆମେରିକା ସାମରିକ ଘାଟି ନିକଟରେ ଉ.କୋରିଆର ୧୦ ମିସାଇଲ ମାଡ଼, ଥରିଲେ ଟ୍ରମ୍ପ!

ସିଓଲ,୧୫ା୩: ଇରାନ୍‌ ଉପରେ ଆମେରିକାର ଘନ ଘନ ଆକ୍ରମଣ ଭିତରେ ଉତ୍ତର କୋରିଆ ପୂର୍ୱ ସାଗର ଉପକୂଳରେ ଆମେରିକାର ସେନା ଘାଟି ନିକଟରେ ୧୦ କ୍ଷେପଣାସ୍ତ୍ର ମାଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri