ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ

ଭୁବନେଶ୍ୱର,୨୪ା୭: ବୁଧବାର ବିଧାନସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ମାଧ୍ୟମିକ ସ୍ତରରେ ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ ବୋଲି ସାଂଘାତିକ ତଥ୍ୟ ପ୍ରକାଶ ପାଇଛି। ଓଡ଼ିଶାରେ ଏବେ ମାଧ୍ୟମିକ ସ୍ତରରେ ପାଠ ଛାଡ଼ିବା ହାର ୨୭.୨୯% ପିଲା ପାଠ ଛାଡୁଛନ୍ତି। ଏହି ହାରରେ ଓଡ଼ିଶା ସର୍ବଭାରତୀୟ ସ୍ତରରେ ଶୀର୍ଷରେ ରହିଛି। ଓଡ଼ିଶାରେ ନାମଲେଖା ଅନୁପାତ ସର୍ବଭାରତୀୟ ହାରାହାରିଠାରୁ ମଧ୍ୟ କମ୍‌ ରହିଛି।

ଉଚ୍ଚ ପ୍ରାଥମିକ, ମାଧ୍ୟମିକ ସ୍ତରରେ ଓ ଉଚ୍ଚ ମାଧ୍ୟମିକ ସ୍ତରରେ ଓଡ଼ିଶାରେ ମୋଟ୍‌ ନାମଲେଖା ଅନୁପାତ ଯଥାକ୍ରମେ ୯୧.୩, ୮୦.୪ ଏବ ୪୩.୬ ପ୍ରତିଶତ ରହିଛି। ଓଡ଼ିଶାରେ ମୋଟ୍‌ ନାମ ଲୋଖା ଅନୁପାତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସର୍ବଭାରତୀୟ ହାରାହାରିଠାରୁ କମ୍‌ ରହିଛି। ୨୦୧୭-୧୮ରୁ ୨୦୧୨୧-୨୨ ମଧ୍ୟରେ ଓଡ଼ିଶାରେ ପ୍ରାଥମିକ ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ସ୍ତରରେ ପାଠ ଛାଡ଼ିବା ହାରରେ ୨୭.୨୯ ପ୍ରତିଶତକୁ ହ୍ରାସ ପାଇଛି। ଓଡ଼ିଶା ଏବେ ବି ମାଧ୍ୟମିକ ସ୍ତରର ପାଠ ଛାଡ଼ିବା ହାରରେ ୨୭.୨୯ ପ୍ରତିଶତ ସହିତ ସର୍ବଭାରତୀୟ ସ୍ତରରେ ଶୀର୍ଷରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri