ଆଇପିଏସ୍‌ ଲଳିତ ଦାସ ହେଲେ OSSSC ଅଧ୍ୟକ୍ଷ

ଭୁବନେଶ୍ୱର,୨୨।୧୦: ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେ ଓଡ଼ିଶା ସବ୍‌ ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ(ଓଏସ୍‌ଏସ୍‌ଏସ୍‌ସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ ସହ  ଅବସରପ୍ରାପ୍ତ ଆଇଏଏସ୍ ଉଦ୍ଧବ ଚନ୍ଦ୍ର ମାଝୀ ଏବଂ ସରୋଜ କୁମାର ମିଶ୍ରଙ୍କୁ ମଧ୍ୟ ମିଶ୍ରଙ୍କୁ ସଦସ୍ୟ ଭାବେ ନିଯୁକ୍ତି ମିଳିଥିବା ସୂଚନା ମିଳିଛି।  ଆଜି ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ, ନିକଟରେ ଓଏସ୍‌ଏସ୍‌ଏସ୍‌ସି ଦ୍ୱାରା ଆୟୋଜିତ ଅମିନ,ଆରଆଇ, ଫରେଷ୍ଟର ସମେତ ବିଭିନ୍ନ ପରୀକ୍ଷାରେ ଅନିୟମିତତାର ଅଭିଯୋଗ ଆଣି ପରୀକ୍ଷାର୍ଥୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ରାଜ୍ୟ ସରକାର ଏହି ପରୀକ୍ଷାକୁ ସ୍ୱଚ୍ଛତା ଆଣିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

ଭାଲେଣ୍ଟାଇନ୍ସ ଡେ’ରେ ସାଥୀଙ୍କୁ ଦେବାକୁ ଭୁଲନ୍ତୁନି ଏସବୁ , ନହଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ ଭାଲେଣ୍ଟାଇନ୍ସ ଡେ’ରେ ଏମିତି କିଛି ଉପହାର ସାଥୀକୁ ଦିଅନ୍ତୁ; ଯାହା ତାଙ୍କୁ ଖୁସି ଦେବା ସହ ତାଙ୍କ ଜୀବନରେ ସୁଖ, ସମୃଦ୍ଧି ବି ଆଣିଦେଉଥିବ……

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri