ବିଧାନସଭା ବଜେଟ୍‌ ଅଧିବେଶନ: ଆଜି ଆସିବ କାମଚଳା ବଜେଟ୍‌

ଭୁବନେଶ୍ୱର,୮।୨: ଚାଲିଛି ବିଧାନସଭାର ବଜେଟ ଅଧିବେଶନ। ଗୁରୁବାର ଉପସ୍ଥାପନ ହେବ କାମଚଳା ବଜେଟ। ବିଧାନସଭାରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସଂଧ୍ୟା ୫ଟା ବେଳେ ବଜେଟ ଉପସ୍ଥାପନ କରିବେ। ତେବେ ଷୋଡଶ ବିଧାନସଭାରେ ଏହା ହେବ ଶେଷ ବଜେଟ୍‌।

ଆର୍ଥିକ ବର୍ଷ ପାଇଁ ପ୍ରାୟ ଅର୍ଥମନ୍ତ୍ରୀ ୨ଲକ୍ଷ ୬୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିବେ। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଆଗାମୀ ୪ମାସ ପାଇଁ ପ୍ରାୟ ୯୦ହଜାର କୋଟି ଟଙ୍କାର କାମଚଳା ବଜେଟ ପାରିତ କରିବାକୁ ପ୍ରସ୍ତାବ ରଖିବେ ବୋଲି ଜଣାପଡିଛି।
ଗତବର୍ଷ ବଜେଟ୍‌ ଠାରୁ ଚଳିତ ବର୍ଷର ବଜେଟ୍‌ ୧୭ପ୍ରତିଶତ ଅଧିକ ହୋଇପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପଶ୍ଚିମବଙ୍ଗର ହେଭିଓ୍ବେଟ୍‌ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର…

ଆଉ Video କରିପାରିବେ ନାହିଁ ଅର୍ଶଦୀପ, ଖେଳାଳିଙ୍କ ପରିବାର ଉପରେ ବି ଲଗାଗଲା ରୋକ

ନୂଆଦିଲ୍ଲୀ,୮।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର କଡ଼ା ଆଭିମୁଖ୍ୟ ପରେ ଏବେ ଆଇପିଏଲ୍‌ ଫ୍ରାଞ୍ଚାଇଜ ଗୁଡ଼ିକ ନିଜ ନିଜ ଖେଳାଳିଙ୍କ ଉପରେ ଶୃଙ୍ଖଳାଗତ କଟକଣା…

ପ୍ରଧାନମନ୍ତ୍ରୀଙ୍କ ଅଙ୍ଗ, ବଙ୍ଗ, କଳିଙ୍ଗ ମିଶନ ପୂରା: ଓଡ଼ିଶାବାସୀଙ୍କ ପାଇଁ ଦ୍ବିତୀୟ ଘର କୋଲକାତା କହିଲେ…

ଭୁବନେଶ୍ୱର,୮।୫: ବଙ୍ଗ ବିଜୟ ଅବିସ୍ମରଣୀୟ ଯାତ୍ରା କହିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି,୨୦୧୧ରେ ୩ ଆସନରୁ ୨୦୨୬ରେ ୨୦୦ ପାର୍‌ ଏକ ଅବିସ୍ମରଣୀୟ ଯାତ୍ରା।…

ପଶ୍ଚିମବଙ୍ଗକୁ ମିଳିଲା ଆଉ ଜଣେ ଅବିବାହିତ ମୁଖ୍ୟମନ୍ତ୍ରୀ, ବିବାହ କରିନାହାନ୍ତି ଶୁଭେନ୍ଦୁ, ତାଙ୍କ ପୂର୍ବରୁ ୪… 

କୋଲକାତା, ୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଶୁଭେନ୍ଦୁ ଅଧିକାରୀଙ୍କୁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଶୁଭେନ୍ଦୁ ଯଜ୍ଞଙ୍କୁ ଆସିଛି ଡକରା

ବଞ୍ଚୋ,୮।୫(ପ୍ରଦୋଷ ବିଶ୍ୱାଳ): ପଶ୍ଚିମବଙ୍ଗରେ ଶନିବାର ଭାଜପା ସରକାର ଗଠନ କରିବ। ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ବିଧାୟକ ଦଳ ବୈଠକ ପରେ ସ୍ବରାଷ୍ଟ…

ସର୍ବସମ୍ମୁଖରେ ଠେଙ୍ଗାରେ ପିଟି ଯୁବକକୁ ହତ୍ୟା

ଟେନସା,୮।୫(ସମୀର କୁମାର ପାଢୀ): ଭୋଜି ଭାତ ଚାଲିଥିବା ବେଳେ ସାମାନ୍ୟ ବଚସାକୁ ନେଇ ସର୍ବ ସମ୍ମୁଖରେ ଠେଙ୍ଗାରେ ପିଟିପିଟି ଯୁବକଙ୍କୁ ହତ୍ୟା କରିବା ଘଟଣା ଏବେ କୋଇଡା…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri