ଜୁନ ୧୩ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର,୮।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୩ରେ ବାଚସ୍ପତି ନିର୍ବାଚନ। ଏଥିଲାଗି ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ କରାଯିବ। ବରିଷ୍ଠ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ପଦ ଛାଡ଼ିବା ପରେ ଉକ୍ତ ପଦ ଖାଲି ପଡ଼ିଛି। ତେବେ ଭଞ୍ଜନଗର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ପରବର୍ତ୍ତୀ ବାଚସ୍ପତି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ପୂର୍ବରୁ ସେ ସଂସଦୀୟ ବ୍ୟାପାର ସହ ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ଥିଲେ।

ସୂଚନାଯୋଗ୍ୟ, ଗତ ଶନିବାର ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀ ଇସ୍ତଫା ଦେବା ପରେ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ଏଥିରେ ମୋଟ ୨୧ ମନ୍ତ୍ରୀ ଶପଥ ନେଇଥିବା ବେଳେ ସେମାନଙ୍କ ମଧ୍ୟରେ ୧୩ କ୍ୟାବିନେଟ ମନ୍ତ୍ରୀ ଓ ୮ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri