Posted inଖେଳ

ସିକ୍କିମକୁ ୩-୦ରେ ହରାଇଲା ଓଡ଼ିଶା

ଭୁବନେଶ୍ୱର, ୩୧ା୧୨ (କ୍ରୀଡ଼ା ପ୍ରତିନିଧି): ଏଠାରେ ଚାଲିଥିବା ଜାତୀୟ ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟରେ ଶୁକ୍ରବାର ୩ଟି ମ୍ୟାଚ ଅନୁଷ୍ଠିତ ହୋଇ ଯାଇଛି। ଏଥିରୁ ଗୋଟିଏ ମ୍ୟାଚରେ ଓଡ଼ିଶା ୩-୦ ଗୋଲରେ ସିକିମକୁ ପରାସ୍ତ କରିଛି। କ୍ୟାପିଟାଲ ଫୁଟବଲ ଆରୋନାରେ ଅନୁଷ୍ଠିତ ଏହି ମ୍ୟାଚରେ ଓଡ଼ିଶା ପକ୍ଷରୁ ସଞ୍ଜିତ ଖୋରା ୪ର୍ଥ, ପିଣ୍ଟୁ ସାମଲ ୨୩ ଓ ଚନ୍ଦ୍ର ମୁଦୁଲି ୩୯ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ଏହି ପଡ଼ିଆରେ ଅନୁଷ୍ଠିତ ଅନ୍ୟଏକ ମ୍ୟାଚରେ ତେଲେଙ୍ଗାନା ୫-୦ ଗୋଲରେ ଆଣ୍ଡାମାନ ଆଣ୍ଡ ନିକୋବରକୁ ହରାଇ ଦେଇଛି। ବିଜୟୀ ଦଳର ସୟଦ ୟୁସୁଫ ୨୯ ଓ ୩୧ ମିନିଟରେ ୨ଟି ଏବଂ ସୋଲାଇମଲାଇନ ୩୯, ଅଧିନାୟକ ଶାଫିକ ମହମ୍ମଦ ୪୭ ଓ ରସିକ ଅହମଦ ଖାଁ ୬୭ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ୭ମ ବାଟାଲିୟନ ପରିସରରେଥିବା ଓଡ଼ିଶା ଫୁଟବଲ ଏକାଡେମୀରେ ଅନୁଷ୍ଠିତ ମ୍ୟାଚରେ ମେଘାଳୟ ୫-୦ ଗୋଲରେ ପଣ୍ଡିଚେରୀକୁ ପରାସ୍ତ କରିଛି। ମେଘାଳୟ ପକ୍ଷରୁ ୪୬ତମ ମିନିଟରେ ବଦଳ ଖେଳାଳିଭାବେ ଆସିଥିବା ମାନଭାକୁପର ୮୩, ୮୭ ଓ ୯୦+୧ ମିନିଟରେ ୩ଟି ଗୋଲ ଦେଇ ହ୍ୟାଟ୍ରିକ ଅର୍ଜନ କରିଥିବାବେଳେ ଡୋନଲାଡ ଡିଏଙ୍ଗଡୋ ୧୨ ଓ ୪୫ତମ ମିନିଟରେ ୨ଟି ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?