ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର ଓଏସ୍‌ଡି କାବେରୀ ମୁଦୁଲିଙ୍କୁ ଯାଜପୁର ଜିଲା ବିଞ୍ଝାରପୁର ତହସିଲଦାର ଭାବେ ବଦଳି କରାଯାଇଥିବାବେଳେ କେନ୍ଦ୍ରାପଡ଼ା ଡିଏସ୍‌ଆର ସମୀର ବେହେରାଙ୍କୁ ପଞ୍ଚାୟତିରାଜ ବିଭାଗକୁ ବଦଳି କରାଯାଇଛି। ସେହିପରି ବିଦ୍ୟାରଶ୍ମୀ ସାହୁଙ୍କୁ କେନ୍ଦ୍ରାପଡ଼ା ଡିଏସ୍‌ଆର୍‌ ଭାବେ ବଦଳି କରାଯାଇଥିବାବେଳେ ଜ୍ୟୋତ୍ସ୍ନାରାଣୀ ପାତ୍ର ଓ ଅନ୍ୟ ୧୯ ଜଣ ଅଧିକାରୀଙ୍କୁ ତହସିଲଦାର, ଡେପୁଟି କଲେକ୍ଟର ଭାବେ ବିଭିନ୍ନ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶାନ୍ତି ଆଲୋଚନା ପାଇଁ ଜେଲେନସ୍କିଙ୍କୁ ମସ୍କୋ ନିମନ୍ତ୍ରଣ କଲା ରୁଷିଆ

ନୂଆଦିଲ୍ଲୀ,୨୯।୧: ଚାରି ବର୍ଷ ଧରି ଲାଗି ରହିଥିବା ରୁଷ-ୟୁକ୍ରେନ ଯୁଦ୍ଧର ଘଟିବ ଅନ୍ତ। ଏହି କ୍ରେମଲିନ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି: ଏତିକି ଟଙ୍କାକୁ ବଢିଗଲା ଲୋକଙ୍କ ମୁଣ୍ଡପିଛା ଆୟ

ଭୁବନେଶ୍ୱର,୨୯।୧: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ…

ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ…

ଭାରତୀୟ ସେନା ପାଇଁ ‘ସୁରକ୍ଷା କବଚ’: ହୃଦଘାତ ପୂର୍ବରୁ ସତର୍କ କରାଇବ ସ୍ବଦେଶୀ ଚିପ୍

ନୂଆଦିଲ୍ଲୀ,୨୯।୧: ଭାରତୀୟ ସେନା ପାଇଁ ଏକ ଚମତ୍କାରୀ ଚିପ୍ ବିକଶିତ କରିଛି DRDO। ଦିଲ୍ଲୀର ମିରାଣ୍ଡା ହାଉସ କଲେଜ ଏବଂ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri