ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର ଓଏସ୍‌ଡି କାବେରୀ ମୁଦୁଲିଙ୍କୁ ଯାଜପୁର ଜିଲା ବିଞ୍ଝାରପୁର ତହସିଲଦାର ଭାବେ ବଦଳି କରାଯାଇଥିବାବେଳେ କେନ୍ଦ୍ରାପଡ଼ା ଡିଏସ୍‌ଆର ସମୀର ବେହେରାଙ୍କୁ ପଞ୍ଚାୟତିରାଜ ବିଭାଗକୁ ବଦଳି କରାଯାଇଛି। ସେହିପରି ବିଦ୍ୟାରଶ୍ମୀ ସାହୁଙ୍କୁ କେନ୍ଦ୍ରାପଡ଼ା ଡିଏସ୍‌ଆର୍‌ ଭାବେ ବଦଳି କରାଯାଇଥିବାବେଳେ ଜ୍ୟୋତ୍ସ୍ନାରାଣୀ ପାତ୍ର ଓ ଅନ୍ୟ ୧୯ ଜଣ ଅଧିକାରୀଙ୍କୁ ତହସିଲଦାର, ଡେପୁଟି କଲେକ୍ଟର ଭାବେ ବିଭିନ୍ନ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri