ଜାମଝୋରରେ ଲାଗିଲା ମାଓବାଦୀ ପୋଷ୍ଟର, ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା,୧୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ)-କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଜାମଝୋର ରାସ୍ତା କଡ଼ରେ ପୁଣି ଲାଗିଲା ମାଓବାଦୀ ପୋଷ୍ଟର। ଜାମଝୋର ଗାଁ ଛକ ରାଜ୍ୟ ରାଜପଥ- ୫ ର ମୁଖ୍ୟ ରାସ୍ତା କଡ଼ରେ ଗାଁ କଲ୍ୟାଣ ସମିତିର ହୋର୍ଡିଂ ଉପରେ ୩ଟି କାଗଜ ପୋଷ୍ଟର ମରାଯାଇଥିବା ଦେଖିବାକୁ ମିଳିଛି। ଏଥିରେ ଭାଜପା ସରକାର, ସଂଘ ଓ ପୋଲିସର ମିଛ ପ୍ରଚାରରେ ଭ୍ରମିତ ନ ହେବାକୁ ପରାମର୍ଶ ଦେଇ ଜଳ, ଜଙ୍ଗଲ, ଜମି, ଶିକ୍ଷା, ରୋଜଗାର, ମୌଳିକ ସୁବିଧା ପାଇଁ ସଂଘର୍ଷର ପଥ ଆପଣେଇବା ପାଇଁ ଉଲ୍ଲେଖ ରହିଛି। ଏଥିସହ କୁଇ ସମାଜ, ପୂର୍ବରୁ କୁଇକୁଳ ସମିତି ନାମରେ ଲାଗିଥିବା ପୋଷ୍ଟରକୁ ବିରୋଧ କରାଯାଇଛି। ମେଟଲାର ମୃତ୍ୟୁ ପାଇଁ ପୋଲିସକୁ ଦାୟୀ କରି ମାଓବାଦୀ ଆଦିବାସୀ ବିରୋଧୀ ନହେଁ ବୋଲି ପୋଷ୍ଟର ଲେଖାଯାଇଛି। ସୋମବାର ବିଳମ୍ବିତ ରାତ୍ରିରୁ ଏହି ମାଓବାଦୀ ପୋଷ୍ଟର ମରାଯାଇଥିଲେ ସୁଦ୍ଧା ପୋଲିସ, ସୁରକ୍ଷାବଳ ପୋଷ୍ଟର ଏଯାଏ କାଢି ନ ଥିବାରୁ ପୋଷ୍ଟରକୁ ନେଇ ଅଞ୍ଚଳବାସୀ ଭୟଭୀତ ହୋଇପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

ସାଙ୍ଗମାନଙ୍କ ସହ ଯାଇଥିଲେ ହୋଲି ଖେଳି, ଫେରିଲେନି ଘରକୁ …

ଗଞ୍ଜାମ,୧୬।୩: ଗଞ୍ଜାମ ଜିଲା ପୋଡମପେଟା ଗାଁ ନିକଟ ସମୁଦ୍ର କୂଳରେ ଏକ ଅଘଟଣ ଘଟିଛି। ହୋଲି ଖେଳି ସମୁଦ୍ରରେ ଗାଧୋଇବା ବେଳେ ପାଣିରେ ବୁଡି ଜଣେ...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ।...

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି।...

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେି ଜେରା

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର...

ରାଜନୈତିକ ବିବାଦ: ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ କଲେ ସରପଞ୍ଚଙ୍କ ସମର୍ଥକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମପି...

ଗୁଣିଗାରେଡ଼ି ସନ୍ଦେହ: ନାବାଳକଙ୍କ ଛୁରାମାଡ଼ରେ ଜଣେ ଗୁରୁତର

ରେଢ଼ାଖୋଲ,୧୩।୧୬: ଗୁଣିଗାରେଡ଼ି ସନ୍ଦେହରେ ଛୁରାମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲା ଚାରମାଳ ଅଞ୍ଚଳରେ। ସବୁଠୁ ବଡ଼କଥା ହେଲା ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri