ଆଇଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ: ଯୋଗାଣ-ଶକ୍ତି ବିଭାଗ ସଚିବ ପଦରୁ ହଟିଲେ…

ଭୁବନେଶ୍ୱର,୯।୧୧: ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଆଇଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳକ କରାଯାଇଛି। ଶକ୍ତି ବିଭାଗର ସଚିବ ପଦରୁ ହେମନ୍ତ ଶର୍ମାଙ୍କୁ ବଦଳି କରାଯାଇଛି। ପ୍ରମୁକ ସଚିବ ବିଶାଲ କୁମାର ଦେବଙ୍କୁ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଖାଦ୍ୟ ଯୋଗାଣ ସଚିବ ପଦରୁ ବୀର ବିକ୍ରମ ଯାଦବଙ୍କୁ କାଢ଼ି ଦିଆଯାଇଛି। ତାଙ୍କ ସ୍ଥାନରେ ପ୍ରମୁଖ ସଚିବ ସଞ୍ଜୟ ସିଂଙ୍କୁ ଏହି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ସେହିଭଳି କ୍ରୀଡ଼ା ସଚିବ ଜ୍ୟୋତି ଶର୍ମାଙ୍କୁ ଓପିଟିସିଏଲ୍‌ ସିଏମ୍‌ଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ଗିରିଶ ଏସ୍‌ଏନ୍‌ଙ୍କୁ ପଞ୍ଚାୟତିରାଜ ଦାୟିତ୍ୱ ମିଳିଛି। ସ୍ବତନ୍ତ୍ର ସଚିବ ଗୁହା ପୁନମ ତାପସ କୁମାରଙ୍କୁ ବୟନ ହସ୍ତତନ୍ତ ବିଭାଗ ଦାୟିତ୍ୱ ମିଳିଛି। ଏଥିସହ ତାଙ୍କୁ ଅବକାରୀ କମିଶନର ସଚିବ ଦାୟିତ୍ୱ ଦିଆଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri