ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା, ବୋର୍ଡ ପକ୍ଷରୁ ସୂଚନା

ଭୁବନେଶ୍ୱର,୧୩ା୧୨: ଆସନ୍ତା ବର୍ଷ ଫେବୃୟାରୀ ୨୦ରୁ ଆରମ୍ଭ ହେବ। ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିବ। ପ୍ରକାଶ ପାଇଥିବା ସୂଚୀ ଅନୁଯାୟୀ ୨୦ରେ ଓଡ଼ିଆ, ୨୩ରେ ଇଂରାଜୀ, ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ, ମାର୍ଚ୍ଚ ୨ରେ ବିଜ୍ଞାନ, ୪ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ।

ଆଗାମୀ ଦଶମ ପରୀକ୍ଷାରେ ରାଜ୍ୟବ୍ୟାପୀ ୨୯୯୧ କେନ୍ଦ୍ରରେ ମୋଟ ୫ ଲକ୍ଷ ୫୧ ହଜାର ୬୧୧ ପିଲା ପରୀକ୍ଷା ଦେବେ। ପରୀକ୍ଷା ଶେଷ ପରେ ମାର୍ଚ୍ଚ ୧୫ରୁ ମାଟ୍ରିକ ଖାତା ଦେଖା ଆରମ୍ଭ ହେବା ନେଇ ବୋର୍ଡ ସଭାପତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri