Odisha Elections 2024

ଦୁବାଇ ବିଜନେସ ମିଟ୍‌ରେ ଯୋଗ ଦେବେ ଓଡ଼ିଶାର ମନ୍ତ୍ରୀ, ବିଧାୟକ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଓଡ଼ିଶାର ୨ ନେତା ଦୁବାଇରେ ଅନୁଷ୍ଠିତ ହେବାକୁ ଥିବା ବିଜନେସ ମିଟ୍‌ରେ ଯୋଗ ଦେବେ । ଖାଦ୍ୟଯୋଗାଣ ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଏବଂ ବିଧାୟକ ଦେବୀ ମିଶ୍ର ପୂର୍ବରୁ ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀଙ୍କ ସହ ବିଜନେସ ମିଟ୍‌ରେ ଯୋଗଦେବେ । ଏ ନେଇ ସେମାନେ ସୋମବାର ସକାଳୁ ଭୁବନେଶରରୁ ଦିଲ୍ଲୀ ବାହାରିଥିଲେ। ଅପରାହ୍ନ ୪ଟାରେ ଦୁଇ ମନ୍ତ୍ରୀ ଦିଲ୍ଲୀରୁ ଦୁବାଇ ଅଭିମୁଖେ ଯିବାର କାର୍ଯ୍ୟକ୍ରମ ରହିଛି।
ସୂଚନାନୁଯାୟୀ, ଆସନ୍ତା ୨୯ ତାରିଖରେ ଦୁବାଇରେ ବିଜନେସ୍‌ ମିଟ ଅନୁଷ୍ଠିତ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋମ ଯାତ୍ରା ସାରି ଦୁବାଇ ଗସ୍ତ କରିଛନ୍ତି । ବିଜନେସ ମିଟ ସହିତ ପ୍ରବାସୀ ଓଡ଼ିଆଙ୍କ ସହ ସାକ୍ଷତ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଜେପି ନଡ୍ଡା

ଭୁବନେଶ୍ୱର,୧୫ା୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛନ୍ତି। ପରେ ଏକ ହୋଟେଲରେ ଭାଜପା ମହିଳା କାର୍ଯ୍ୟକର୍ତ୍ତାଙ୍କ...

କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା, ୫ ମୃତ

କେନ୍ଦୁଝର,୧୫ା୫: ବୁଧବାର ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ସିରିଜ ଦୁର୍ଘଟଣାରେ ୫ ଜଣ ପ୍ରାଣ ହରାଇଛନ୍ତି। କେନ୍ଦୁଝରରୁ ବଡ଼ବିଲ କାର୍...

ଦୁବାଇ-ଇଟାଲୀକୁ ଆମ୍ବ ରପ୍ତାନି କଲା ଓଡ଼ିଶା

ଢେଙ୍କାନାଳ,୧୫ା୫: ଜିଲାରେ ଜଳବାୟୁ ଏବଂ ଜୈବିକ ପଦ୍ଧତି ଆମ୍ବ ଚାଷ ନିମନ୍ତେ ଅତ୍ୟନ୍ତ ଉପାଦେୟ ହେଉଥିବାରୁ ଏହାର ନିଆରା ସ୍ୱାଦ ପାଇଁ ଦେଶ, ରାଜ୍ୟ ଓ...

ନବୀନଙ୍କ ଉପରେ ଖୁବ୍‌ ବର୍ଷିଲେ ଶାହା

ଭଞ୍ଜନଗର,୧୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାରେ ବୁଧବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ସମାବେଶ ହୋଇଥଲା। ଏଥିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମୁଖ୍ୟ...

କଟକରେ ଶାହାଙ୍କ ରୋଡ୍‌ ଶୋ’

କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା...

ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ବୃଦ୍ଧି ପାଇବ ତାପମାତ୍ରା, ପାଣିପାଗ କେନ୍ଦ୍ରର ସୂଚନା

ଭୁବନେଶ୍ୱର,୧୫ା୫: ରାଜ୍ୟରେ ଆସନ୍ତା ଦୁଇଦିନପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।...

ଭାଜପା ସରକାର ଆସିଲେ ପ୍ରଥମେ ସାବାଡ୍‌ ହେବେ ଚିଟ୍‌ଫଣ୍ଡକାରୀ

ସୋରଡ଼ା,୧୫ା୫: ବୁଧବାର ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର ସୋରଡ଼ାଠାରେ ଆୟୋଜିତ ଏକ ସମାବେଶରେ ଯୋଗ ଦେଇଥିଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ...

ନବୀନ ବାବୁଙ୍କ ଜିଲାକୁ ଆମେ ୧ ନଂ କରିଦେବୁ: ଶାହା

ସୋରଡ଼ା,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri