ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ଗୃହରେ ହୋହାଲ୍ଲା କରିପାରିବେ ନାହିଁ ବିଧାୟକ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ ହୋହାଲ୍ଲା କରିପାରିବେ ନାହିଁ। ସିମଲାରେ ବସିଥିବା ସବୁ ରାଜ୍ୟର ବାଚସ୍ପତିଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ,ଡିସେମ୍ବର ପହିଲାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେଉଛି। ବିଧାନସଭାର ଆସନ୍ତା ଅଧିବେଶନ ଆଗରୁ ହେବାକୁ ଥିବା ସର୍ବଦଳୀୟ ବୈଠକରେ ଏ ନେଇ ସମସ୍ତଙ୍କୁ ଅବଗତ କରାଯିବ। ଏଥିପାଇଁ ୨୯ ତାରିଖରେ ସର୍ବଦଳୀୟ ବୈଠକ ହେବ। ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର କରୋନା ଟେଷ୍ଟ ହେବ। କେଉଁ ଦିନ କାହାର ଟେଷ୍ଟ ହେବ ଆସନ୍ତା ୨୫ ତାରିଖରେ ବିଏମ୍‌ସି ଓ ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହିତ ବୈଠକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିହାରୀ ମଦ ଭାଟିରେ ମାଓବାଦୀଙ୍କ ତାଣ୍ଡବ

କୋରାପୁଟ ଅଫିସ/ଜୟପୁର(ନି.ପ୍ର.), ୧୦।୮: କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ହନୁମାନ ମନ୍ଦିର ନିକଟ ତଥା ଡୁମୁରିଗୁଡା ଗଁ।ରେ ଶୁକ୍ରବାର ମାଓବାଦୀଙ୍କ ଉନ୍ମତ କାଣ୍ଡ ଭିଆଇଛନ୍ତି।...

ଡାକ୍ତରୀ ଶିକ୍ଷାରେ ସଂରକ୍ଷଣ ଦେବାକୁ କିଏ ମନା କରିଛି: ଭାଜପା

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ସବୁ ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ଓବିସିଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିଥିବାବେଳେ ଓଡ଼ିଶାରେ ତାହା ଦିଆଯାଉନାହିଁ। ଡାକ୍ତରୀ ଶିକ୍ଷାରେ ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ...

୨ ମିନିଟ୍‌ ୧୧ ସେକେଣ୍ଡ ହେବ ରାଜ୍ୟ ସଙ୍ଗୀତ

ଭୁବନେଶ୍ୱର,୮ା୬(ବ୍ୟୁରୋ)- ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ସ୍ବତନ୍ତ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରିବେ ରାଜ୍ୟ ସରକାର। ରାଜ୍ୟ ସଙ୍ଗୀତକୁ ନେଇ ରହିଥିବା ନୀତି ନିୟମକୁ ଅନୁକରଣ...

ଜୁନ୍‌ ୧୭ରୁ କାର୍ଯ୍ୟକ୍ଷମ ହେବ ୬୪ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର, ୧୦।୫(ବ୍ୟୁରୋ): ରାଜ୍ୟରେ ୨୫୦ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ରହିଛି। ଅବଶିଷ୍ଟ ୬୪ଟି ଆଦର୍ଶ ବିଦ୍ୟାଳୟକୁ ଆସନ୍ତା ଜୁନ ୧୭ ତାରିଖରୁ କାର୍ଯ୍ୟକ୍ଷମ କରାଯିବ।...

ବଜାର ବନ୍ଦ, ସରକାର ନେଉନାହାନ୍ତି

ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସଂକ୍ରମଣ କେବଳ ସ୍ବାସ୍ଥ୍ୟ ନୁହେଁ, ଆର୍ଥିକ ଅବସ୍ଥାକୁ ମଧ୍ୟ ଦୋହଲାଇ ଦେଇଛି। ଉଭୟ କ୍ଷେତ୍ରରୁ ଜୀବନ ଧାରଣ ପ୍ରତି ଭୟଙ୍କର ସଙ୍କଟ...

୫୦ ସରକାରୀ ଡିଗ୍ରୀ କଲେଜରେ ନାହାନ୍ତି ନିୟମିତ ଅଧ୍ୟକ୍ଷ

ଭୁବନେଶ୍ୱର, ୪ା୩(ବ୍ୟୁରୋ): ଓଡ଼ିଶାରେ ଉଚ୍ଚଶିକ୍ଷାକୁ ବିଶ୍ୱସ୍ତରୀୟ କରିବା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଆପଣାଯାଉଛି। କିନ୍ତୁ ବାସ୍ତବଚିତ୍ର କିଛି ଅଲଗା ରହୁଛି। ରାଜ୍ୟ ସରକାରଙ୍କ ଦ୍ୱାରା...

ଭଦ୍ରକ ଏସ୍‌ପିଙ୍କ ଗାଡିକୁ ଧକ୍କା ଦେଲା ଟ୍ରକ୍‌

ଭଦ୍ରକ ଅଫିସ, ୫।୧: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଭଦ୍ରକ ଏସ୍‌ପି ଚରଣ ସିଂ ମୀନା। ଏସ୍‌ପିଙ୍କ କାରକୁ ଭଣ୍ଡାରିପୋଖରୀ ଛକ ନିକଟରେ ଏକ ଟ୍ରକ ଧକ୍କା...

ଦୈନିକ ଦୁଇଟି କ୍ଲାସ୍‌ ନେବେ ପ୍ରଧାନ ଶିକ୍ଷକ

ଭୁବନେଶ୍ୱର,୬।୪(ବ୍ୟୁରୋ):  ଏଣିକି ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନେ ଦୈନିକ ଦୁଇଟି ଲେଖା କ୍ଲାସ ନେଇ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢାଇବେ। ଏହା ଏଥର ବାଧ୍ୟତାମୂଳକ ବୋଲି ବିଦ୍ୟାଳୟ...

Advertisement
Archives

Model This Week