ଅଶ୍ୱିନୀଙ୍କୁ ରେଳ ଓ ଆଇଟି

ନୂଆଦିଲ୍ଲୀ,୭।୭: ବୁଧବାର କେନ୍ଦ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୪୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଏଥିରେ ଓଡ଼ିଶାର ଭାଜପା ନେତା ଅଶ୍ୱିନୀ ବୈଷ୍ଣବଙ୍କୁ  ଦୁଇଟି ବିଭାଗର ଦାୟିତ୍ୱ ମିଳିଛି। ରେଳ ଭଳି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ସହ ତାଙ୍କ ହାତରେ ରହିବ ଆଇଟି ବିଭାଗ। ପୂର୍ବରୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ଷ୍ଟିଲ ମନ୍ତ୍ରୀ ଥିବା ଧମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର ଦାୟିତ୍ୱ ଦିଆଯାଇଛି।

ଅଶ୍ୱିନୀ ୧୯୯୪ ବ୍ୟାଚ୍‌ର ଆଇଏଏସ୍‌ ଅଫିସର। ୧୫ ବର୍ଷ ଧରି ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସମ୍ଭାଳିଥିଲେ। ଜେନେରାଲ ଇଲେକ୍ଟ୍ରିକ୍‌ ଓ ସିମେନ୍ସ ଭଳି ପ୍ରମୁଖ ବିଶ୍ୱ ସ୍ତରୀୟ କମ୍ପାନୀର ନେତୃତ୍ୱ ନେଇସାରିଛନ୍ତି ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

ପେନସିଲଭେନିଆ ବିଶ୍ୱବିଦ୍ୟାଳୟରେ ଏମ୍‌ବିଏ କରିବା ସହ ଅଶ୍ୱିନ ଆଇଆଇଟି କାନପୁରରେ ଏମ୍‌ଟେକ କରିଥିଲେ ବୋଲି କେନ୍ଦ୍ର ସରକାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଶକ୍ତ ଝଟ୍‌କା: ଆଉ ଜଣେ ଟିଏମସି ରାଜ୍ୟ ସଭା ଏମପି ଦେଲେ ଇସ୍ତଫା, କାରଣ….

କୋଲକାତା,୧୬ା୭: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସକୁ ଆଉ ଏକ ଝଟକା ଲାଗିଛି । ଅଭିନେତ୍ରୀରୁ ରାଜନେତ୍ରୀ ହୋଇଥିବା ଏବଂ ପଶ୍ଚିମବଙ୍ଗର ଟିଏମସି ରାଜ୍ୟ ସଭା ଏମପି କୋଏଲ…

ଜନଜାତିଙ୍କ ନିଆରା ପରମ୍ପରା: ରଥାରୂଢ଼ ହେଲେ ତିନି ଠାକୁର, ଏମ୍‌ପିଙ୍କ ଛେରାପହଁରା ପରେ ଗଡ଼ିଲା ରଥ

ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗବାଟବାଡ଼ି ଗ୍ରାମରେ ଗୁରୁବାର ରଥଯାତ୍ରା ବହୁ ଆଡ଼ମ୍ବର ତଥା ଜନଜାତିଙ୍କ ସଂସ୍କୃତି ପରମ୍ପରାରେ ପାଳିତ…

ହିନ୍ଦୁ ଛାତ୍ରଙ୍କୁ କଲମା ପଢ଼ାଇଲେ ଶିକ୍ଷକ, ଅଭିଭାବକ ସ୍କୁଲରେ ପଶି କଲେ….

ହାଇଦ୍ରାବାଦ,୧୬ା୭: ହାଇଦ୍ରାବାଦର ସଇଦାବାଦ ଅଞ୍ଚଳର ଏକ ଘରୋଇ ସ୍କୁଲରେ ବିବାଦ ଦେଖାଦେଇଛି । ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଜଣେ ହିନ୍ଦୁ ଛାତ୍ରଙ୍କ ଅଭିଭାବକ ଅଭିଯୋଗ କରିଛନ୍ତି ଯେ…

ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….

ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

ଶାଳୀଙ୍କୁ ନେଇ ଫେରାର ହୋଇଯାଉଥିଲେ ଭିଣୋଇ: ବାଟରେ ଘଟିଲା…

ଭୋପାଳ,୧୬।୭:ମଧ୍ୟପ୍ରଦେଶର ମୋରେନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକଙ୍କୁ ପ୍ରେମ ସମ୍ପର୍କ ଯୋଗୁ ସର୍ବସାଧାରଣରେ ନିର୍ମମ ଦଣ୍ଡ ଦିଆଯାଇଥିଲା। ଜିଲାର କିଚୋଲ…

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ

ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri