CORONAVIRUS UPDATE: ରାଜ୍ୟରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୩ ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର, ୨୬।୮(ବ୍ୟୁରୋ): ରାଜ୍ୟରେ ବୁଧବାର ଗୋଟିଏ ଦିନରେ ୩,୩୭୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭,୬୦୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୦୫୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୩୧୮ ଲୋକାଲ କେସ୍‌ ରହିଛି।

୩,୩୭୧ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୪୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୫୭ ଜଣ ଚିହ୍ନଟ ହୋଇଛନ୍ତି।


ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୮୭,୬୦୨ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୭, ୬୩୮ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୫୯,୪୭୦ ଜଣ ସୁସ୍ଥ ହୋଇଥିବା ବେଳେ ୪୪୧ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ବାସଭବନରେ ଶୁକ୍ରବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri