ଆଜି ବିଜେଡିରେ ମିଶିବେ ନୀଳଗିରି ବିଧାୟକ

ନୀଳଗିରି, ୩୧।୩(ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ରବିବାର ବିଜେଡିରେ ଯୋଗ ଦେବେ। ସେ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ନବୀନ ନିବାସରେ ଦଳୀୟ ନେତାଙ୍କ ଉପସ୍ଥିତିରେ ସେ ବିଜେଡିରେ ମିଶିବେ ବୋଲି ଜଣାପଡ଼ିବା ପରେ ନୀଳଗିରି ଅଞ୍ଚଳରେ ରାଜନୈତିକ ଉଷ୍ମତା ଜୋର ଧରିଛି। ଏହାସହ ନୀଳଗିରି ନିର୍ବାଚନମଣ୍ଡଳୀରୁ ସୁକାନ୍ତଙ୍କ ସହ ୨ହଜାରରୁ ଊର୍ଦ୍ଧ୍ୱ ସମର୍ଥକ ଭୁବନେଶ୍ୱର ଯାଉଥିବା ଜଣାପଡ଼ିଛି।

ବିଧାୟକ ନାୟକ ତାଙ୍କ ନୀଳଗିରି କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରି ଭାଜପାରୁ ଇସ୍ତଫା ସହ ସେ ତାଙ୍କ ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇ ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଚିଠି ମାଧ୍ୟମରେ ଜଣାଇଥିଲେ। ହେଲେ କେଉଁ ଦଳରେ ଯୋଗଦେବେ ସେ ନେଇ ମୁହଁ ଖୋଲି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ଜଳିଲା ରାଇସ୍‌ ମିଲ୍‌, ଧୂପ କାରଖାନା

ବନ୍ତ,୧୦।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ  ନିଳୋକ କୁମ୍ଭାରିଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ସର୍ଟ…

ସୀମାନ୍ତ ଗାଁରେ ଜନଗଣନା ବିବାଦ

ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍‌; ୩ ବ୍ୟକ୍ତି…

ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି…

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ତାରସିଂ ରେଞ୍ଜରେ ଦନ୍ତା ହାତୀର ମୃତ୍ୟୁ, ନୟାଗଡ଼ ବନଖଣ୍ଡରେ ଚିକିତ୍ସାଧୀନ ଥିଲା

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜରେ ଶନିବାର ଅପରାହ୍ନରେ ଏକ ଦନ୍ତା ହାତୀ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ହାତୀର ବୟସ ପ୍ରାୟ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri