ରାହୁଲଙ୍କ କଥା ଶୁଣବେନି ଓଡ଼ିଶାବାସୀ: ପ୍ରଦୀପ

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସଭାପତି ମଲିକାର୍ଜୁନ ଖାର୍ଗେ ଓଡ଼ିଶା ଗସ୍ତରେ ଆସି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ହେଲେ ଏହାର କଡ଼ା ଜବାବ ଦେଇଛନ୍ତି ଭାଜପା ନେତା ତଥା ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ। ଦିନ ଥିଲା, କଂଗ୍ରେସ ବ୍ୟତୀତ ଆଉ କୌଣସି ଦଳକୁ ଲୋକେ ଚିହ୍ନି ନ ଥିଲେ। ଓଡ଼ିଶାରେ କଂଗ୍ରେସର ଲମ୍ବା ଶାସନ ସମୟରେ ଛବିରାଣୀ ଭଳି ଘଟଣା ଘଟିଥିବା ପ୍ରଦୀପ କହିଛନ୍ତି।

ଆଜି କଂଗ୍ରେସ ତୃତୀୟ ସ୍ଥାନକୁ ଖସିଆସି କୃତକର୍ମର ଫଳ ପାଉଛି ବୋଲି ପ୍ରଦୀପ କହିଛନ୍ତି। ଓଡ଼ିଶାବାସୀ କଂଗ୍ରେସ କଥା ଶୁଣିବା ସ୍ଥିତିରେ ନାହାନ୍ତି ବୋଲି ପ୍ରଦୀପ କହି ରାହୁଲ ଏବଂ ଖାର୍ଗେଙ୍କୁ ଟାର୍ଗେଟ କରିଛନ୍ତି।

ଡ୍ରାଇଭରଙ୍କ ଦାବି କିପରି ପୂରଣ କରାଯିବ ସେନେଇ ସରକାର ଉଦ୍ୟମ ଆରମ୍ଭ କରିଥିବା ସେ କହିଛନ୍ତି। ଏପରିକି ରଥଯାତ୍ରାରେ ହୋଇଥିବା ଅଘଟଣକୁ ସରକାର ଗୁରୁତର ସହ ନେଇଛନ୍ତି। ତଦନ୍ତ ଚାଲିଛି, କେଉଁଠି ତ୍ରୁଟି ରହିଲା ତର୍ଜମା ଚାଲଛି। ସର୍ବସାଧାରଣରେ ରିପୋର୍ଟ ପ୍ରକାଶ କରାଯିବ ବୋଲି ପ୍ରଦୀପ କହିଛନ୍ତି। ମୋଦି ପ୍ରଧାନମନ୍ତ୍ରୀ ହେବା ଦିନଠୁ ଅଦାନୀଙ୍କୁ ଟାର୍ଗେଟ କରାଯାଉଛି। ରଥଟଣା ଉପରେ ଅଦାନୀଙ୍କ କୌଣସି ସମ୍ପର୍କ ନାହିଁ ବୋଲି ଭାଜପା ନେତା ପ୍ରଦୀପ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri