ଓଡ଼ିଶା ପୋଲିସରେ ନିଯୁକ୍ତି ସୁଯୋଗ, ଦଶମ ପାସ୍‌ କରିଥିଲେ କରିପାରିବେ ଆବେଦନ, ଦରମା ରହିଛି…

ଭୁବନେଶ୍ୱର,୨୪।୯: ସୋମବାର ଓଡ଼ିଶା ପୋଲିସ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ ବାଟାଲିୟନ ଅଧୀନରେ Sepoys/Constable ନିଯୁକ୍ତି ୨୦୨୪ ପାଇଁ ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଯୋଗ୍ୟ ତଥା ଆଗ୍ରହୀ ପ୍ରାର୍ଥୀମାନେ odishapolice.gov.in ରେ ୧୩୬୦ ଓଡ଼ିଶା ପୋଲିସ କନଷ୍ଟେବଳ ପଦବୀ ପାଇଁ ଆବେଦନ କରିପାରିବେ। ୨୩ ସେପ୍ଟେମ୍ବର ୨୦୨୪ରୁ ଆବେଦନ ଆରମ୍ଭ ହୋଇଥିବା ବେଳେ ଆବେଦନ ସମୟସୀମା ଅକ୍ଟୋବର ୧୩ ରହିଛି। ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଦଶମ ପାସ୍‌ କରିଥିବା ପିଲା ମଧ୍ୟ ଏହାର ସୁଯୋଗ ନେଇପାରିବେ। ଆବେଦନ ଶୁଳ୍କ ସମ୍ପୂର୍ଣ୍ଣ ଦେୟମୁକ୍ତ ରହିଛି।

UR ପାଇଁ ୯୧୫ଟି, SCBC ୬ଟି, SC ୧୮୯ଟି, ST ୨୫୦ ପୋଷ୍ଟ ମୋଟ ୧୩୬୦ଟି ପୋଷ୍ଟ ରହିଛି।

ଯୋଗ୍ୟତା: ପ୍ରାର୍ଥୀ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନ (BSE) ଓ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ (ମ୍ୟାଟ୍ରିକ) ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବେକିମ୍ବା ଅନ୍ୟ ବୋର୍ଡ ଦ୍ୱାରା ପରିଚାଳିତ ଅନ୍ୟ କୌଣସି ସମାନ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଆବଶ୍ୟକ।

ବୟସ ସୀମା:
ସର୍ବନିମ୍ନ ବୟସ ୧୮ବର୍ଷ
ସର୍ବାଧିକ ବୟସ ୨୩ବର୍ଷ
ବୟସ ଗଣନା ୦୧/୦୧/୨୦୨୪ ଅନୁସାରେ ହେବ

ମାସିକ ଦରମା:
ବିଭିନ୍ନ ପଦବୀ ପାଇଁ ଭିନ୍ନ ଦରମା
ସର୍ବନିମ୍ନ ଦରମା ୨୧,୭୦୦ ଟଙ୍କା
ସର୍ବାଧିକ ଦରମା ୬୯,୧୦୦ ଟଙ୍କା


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ’ ଖବରର ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri