Posted inରାଜ୍ୟ

ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ନେବାକୁ ଅନୁମତି, ଜାଣନ୍ତୁ କିଏ ହେବେ ନୂଆ ଡିଜିପି ?

ଭୁବନେଶ୍ୱର, ୧୮।୧୧: ସରକାରୀ ଚାକିରିରୁ ଅବସର ନେବାକୁ ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ରାଜ୍ୟ ସରକାରଙ୍କ ଅନୁମତି ଦେଇଛନ୍ତି। ଅବସର ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୩୧ରେ ଅବସର ନେବାକୁ ତାଙ୍କୁ ଅନୁମତି ମିଳିଛି।

ସୂଚନା ମୁତାବକ ଡିଜିପି ପାଇଁ ରାଜ୍ୟ ସରକାର ୭ ଜଣ ବରିଷ୍ଠ ଆଇପିଏସଙ୍କ ନାମ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି। ସେମାନଙ୍କ ମଧ୍ୟରେ ନୂଆ ଡିଜିପି ରେସରେ ଏ.ଏନ. ପ୍ରସାଦ, ସୁଧାଂଷୁ ଷଡଙ୍ଗୀ, ବି. ରାଧିକାଙ୍କ ସମେତ ୱାଇ. ବି. ଖୁରାନିଆନିଙ୍କୁ ନେଇ ଚର୍ଚ୍ଚା ହେଉଛି। ମହିଳା ଆଇପିଏସ ବି. ବିରାଧିକାଙ୍କ ନାମ ଅଧିକ ଚର୍ଚ୍ଚାରେ ରହିଛି। ରାଜ୍ୟ ସରକାର ରାଧିକାଙ୍କୁ ଗୁରୁ ଦାୟିତ୍ୱ ଦେଇ ବିଧାନସଭା ନିର୍ବାଚନ ପୂର୍ବରୁ ମହିଳା କାର୍ଡ ଖେଳିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri