Advertisement

ଗୋବିନ୍ଦ ସାହୁ ମୃତ୍ୟୁ ଘଟଣା: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ। ଡିଏସ୍‌ପି ବିଜୟ ମଲ୍ଲିକଙ୍କ ନେତୃତ୍ୱରେ ୧୦ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ଗଠନ କରାଯିବ। ଏହି ଟିମ୍‌ରେ ସାଇବର ଏକ୍ସପର୍ଟ ଏବଂ ଫୋରେନସିକ ଏକ୍ସପଟ ରହିବେ।

ମଙ୍ଗଳବାର ବଲାଙ୍ଗୀର ଜିଲା ଅନ୍ତର୍ଗତ କଣ୍ଟାବାଞ୍ଜି ଜେଲ୍‌ ଶୌଚାଳୟରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଗୋବିନ୍ଦ । ତାଙ୍କୁ ଗୁରୁତର ଅବସ୍ଥାରେ ଜେଲ୍‌ କର୍ତ୍ତୃପକ୍ଷ ଉଦ୍ଧାର କରି କଣ୍ଟାବାଞ୍ଜି ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେନାପୁର ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଜିଲାପାଳଙ୍କ ଅଫିସ ଆଗରେ ଆମରଣ ଅନଶନ

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଜେନାପୁର ଡାକ୍ତରଖାନା ସ୍ବାସ୍ଥ୍ୟାବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ବହୁବାର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ପ୍ରଶାସନ ପାଖରେ ଦାବି ରଖିଥିଲେ...

କାରିଗର, ବୁଣାକାରଙ୍କ ପାଇଁ ‘ନୀଳାଚଳ ହାଟ’ ଉତ୍ସର୍ଗୀକୃତ

ଭୁବନେଶ୍ୱର, ୧୪।୬(ବ୍ୟୁରୋ):ପୁରୀରେ ଥିବା ନୀଳାଚଳ ହାଟକୁ କାରିଗର ଓ ବୁଣାକାରଙ୍କ ପାଇଁ ଉତ୍ସର୍ଗୀକୃତ କରାଯାଇଛି। ନୂତନ ଭାବେ ପ୍ରସ୍ତୁତ ହୋଇଥିବା ଏହି ହାଟକୁ ସୋମବାର ହସ୍ତତନ୍ତ,...

ଟିକା ଟେଣ୍ଡର ସର୍ତ୍ତାବଳୀ କୋହଳ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ମହାମାରୀ କୋଭିଡ୍‌-୧୯ର ମୁକାବିଲା ପାଇଁ ୧୮ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କୁ ମାଗଣାରେ ଟିକା ଯୋଗାଇ ଦିଆଯିବ। ଏହି ଲକ୍ଷ୍ୟ ହାସଲ କରିବାକୁ ରାଜ୍ୟ...

ଡମଣାରେ ‘ପଶ୍ଚିମବଙ୍ଗର ରୟାଲ ପ୍ୟାଲେସ’

ଭୁବନେଶ୍ୱର,୨୧।୯(ବ୍ୟୁରୋ): ମା’ ଆସୁଛନ୍ତି। ଚଳଚଞ୍ଚଳ ହୋଇପଡିଛି ରାଜଧାନୀ। ଚାରିଆଡେ ଖୁସିର ମାହୋଲ। ଦୁଇ ବର୍ଷ ପରେ ଭକ୍ତମାନେ ଦର୍ଶନ କରିବେ ମା’ ଦଶଭୁଜାଙ୍କୁ। ଏଥିପାଇଁ ବିଭିନ୍ନ...

ରାଜ୍ୟରେ ୪ ଡିଗ୍ରୀକୁ ଖସିଲା ପାରଦ

ଭୁବନେଶ୍ୱର(ବ୍ୟୁରୋ)/ଦାରିଙ୍ଗବାଡ଼ି (ଡି.ଏନ୍‌.ଏ.)/ଟେନ୍‌ସା(ଡି.ଏନ୍‌.ଏ.)୨୧।୧୨:  ସମଗ୍ର ରାଜ୍ୟକୁ ହାଡ଼ଭଙ୍ଗା ଶୀତ କବଳିତ କରିଛି। କାଠୁଆ ଜାଡ଼ରେ ଥରୁଛି ଓଡ଼ିଶା। ସଞ୍ଜ ନଇଁବା ମାତ୍ରେ ମାଡ଼ିଆସୁଛି ହାଡ଼ଭଙ୍ଗା ଶୀତ। ଦେହ...

କମୁଛି ଶୀତ ଫେବୃୟାରୀରୁ ବଢ଼ିପାରେ ତାତି

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ଶୀତ ହ୍ରାସ ପାଇଛି। ଆଗାମୀ ଦିନରେ ଆହୁରି କମିବ। ମଙ୍ଗଳବାରଠାରୁ ଆସନ୍ତା ୯ ତାରିଖଯାଏ ପାରଦ ଉପରକୁ ଉଠିବ। ୧୦ ତାରିଖରୁ ୧ରୁ...

ସାମାଜିକ ଦୂରତ୍ୱ ପାଇଁ ଗାଇଡ୍‌ଲାଇନ୍‌: ୧୪୪ ଧାରା ପରିବର୍ତ୍ତେ କରାଯିବ ସଚେତନ, ବିବାହ ଉତ୍ସବରେ ୫୦ ମଧ୍ୟରେ ଅତିଥି ସୀମିତ ପାଇଁ ପରାମର୍ଶ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାମାଜିକ ଦୂରତ୍ୱ ନେଇ ମଙ୍ଗଳବାର ସରକାର କମିଟି ଗଠନ କରିଛନ୍ତି। ଗାଇଡ୍‌ଲାଇନ୍‌ କମିଟି ମୁଖ୍ୟ ଏପିସି ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ...

କୋଟିଆରେ ପୁଣି ଜମିପଟ୍ଟା ବାଣ୍ଟିଲା ଆନ୍ଧ୍ର

ପଟ୍ଟାଙ୍ଗୀ,୬।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କୋରାପୁଟ ଜିଲା ପ୍ରଶାସନଠାରୁ ଆରମ୍ଭ କରି ରାଜନୈତିକ ଦଳଗୁଡିକ ବ୍ୟସ୍ତ ଥିବା ବେଳେ ଏହାର ସୁଯୋଗ ନେଇ ଆନ୍ଧ୍ର...

Advertisement
Archives

Model This Week