ଓଡ଼ିଶା ପୋଲିସରେ ଡ୍ରାଇଭର ନିଯୁକ୍ତି: ୧୦ମ ପାସ୍‌ କରିଥିଲେ ଶୀଘ୍ର କରନ୍ତୁ ଆବେଦନ, ଦରମା…

ଭୁବନେଶ୍ୱର,୬।୧୦: ସରକାରୀ ଚାକିରି କରିବାକୁ ଇଚ୍ଛୁକ ଆଶାୟୀଙ୍କ ପାଇଁ ଆସିଛି ଖୁସି ଖବର । ଓଡ଼ିଶା ପୋଲିସ ପକ୍ଷରୁ ଡ୍ରାଇଭର ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଟ ୪୦୫ଟି ପଦ ପୂରଣ ହେବ । ଅକ୍ଟୋବର ୧୧ରୁ ୩୧ ତାରିଖ ମଧ୍ୟରେ ଏନେଇ ପ୍ରାର୍ଥୀମାନେ ଅନଲାଇନରେ ଆବେଦନ କରିପାରିବେ ।

ମୋଟ ୪୦୫ଟି ଖାଲି ପଦ ମଧ୍ୟରୁ ଅଣସଂରକ୍ଷିତ ବର୍ଗ ପାଇଁ ୨୧୬ଟି, ଅନୁସୂଚିତ ଜାତି (ଏସସି) ପାଇଁ ୫୧ଟି, ଅନୁସୂଚିତ ଜନଜାତି(ଏସଟି) ପାଇଁ ୧୩୮ଟି ପଦ ଖାଲି ରହିଛି । ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ଶ୍ରେଣୀ (ଏସଇବିସି) ବର୍ଗର ପ୍ରାର୍ଥୀଙ୍କ ପାଇଁ କୌଣସି ପଦ ସଂରକ୍ଷିତ ନାହିଁ । ତେଣୁ ଏହି ବର୍ଗର ପ୍ରାର୍ଥୀମାନେ ୟୁଆର ବର୍ଗରେ ଆବେଦନ କରିପାରିବେ। ଦରମା ୧୩,୫୦୦ରୁ ଅଧିକ ମିଳିବ। ଏଥିସହ ପେନସନ ସହ DA, HRA ମଧ୍ୟ ମିଳିବ। ଆସନ୍ତା ୧୧ ତାରିଖରେ ସମ୍ପୂର୍ଣ୍ଣ ବିଜ୍ଞପ୍ତି ଜାରି ହେବା ପରେ ପ୍ରାର୍ଥୀମାନେ ବୟସ, ଯୋଗ୍ୟତା , ଆବେଦନ ଫିସ, ଓ ବେତନ ହାର, ନିଯୁକ୍ତି ସମ୍ବନ୍ଧୀୟ ସବିଶେଷ ତଥ୍ୟ ପାଇ ପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri