ଓଡ଼ିଶା ପୋଲିସରେ ନିଯୁକ୍ତ ପାଇଁ ଘୋଷଣା: ଅନ୍‌ଲାଇନ୍‌ରେ ତୁରନ୍ତ କରନ୍ତୁ ଆବେଦନ

ଭୁବନେଶ୍ୱର,୧୮ା୧: ଓଡ଼ିଶା ପୋଲିସ ପକ୍ଷରୁ ଏସ୍‌ଆଇ ବା ସବ୍‌ଇନ୍ସପେକ୍ଟର ପଦବୀ ଖାଲି ଅଛି। ଏଥିରେ ନିଯୁକ୍ତି ପାଇଁ ଘୋଷଣା କରାଯାଇଛି। ଏଥିସହିତ ଏସ୍‌ଆଇ ସମକକ୍ଷ ପଦବୀ (CPSE-୨୦୨୪) ପାଇଁ ମଧ୍ୟ ନିଯୁକ୍ତି ଘୋଷଣା କରାଯାଇଛି। ବିସ୍ତୃତ ବିଜ୍ଞାପନ ପାଇଁ, ୧୮.୦୧.୨୦୨୫ରୁ ଓଡ଼ିଶା ପୋଲିସ ଓ୍ବେବ୍‌ସାଇଟ୍‌ (http://odishapolice.gov.in) ପରିଦର୍ଶନ କରନ୍ତୁ। ଯୋଗ୍ୟ ପ୍ରାର୍ଥୀମାନଙ୍କୁ ଅନ୍‌ଲାଇନରେ ଆବେଦନ କରିବାକୁ ଆମନ୍ତ୍ରଣ କରାଯାଇଛି।

ଏହି ନିଯୁକ୍ତି ମାଧ୍ୟମରେ OPRBରେ ସବ୍‌ଇନ୍ସପେକ୍ଟର (SI), ଷ୍ଟେଶନ୍ ଅଫିସର, ଆସିଷ୍ଟାଣ୍ଟ ଜେଲର୍ ପଦବୀ ପୂରଣ ହେବ।ଏନେଇ ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୯୦୦ରୁ ଅଧିକ ପଦବୀ ପୂରଣ ହେବ।

ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୨୦ ଜାନୁଆରୀ ୨୦୨୫

ଅନ୍‌ଲାଇନ୍ ଆବେଦନ ଶେଷ – ୧୦ ଫେବୃଆରୀ ୨୦୨୫

ପଦବୀ:

ପୋଲିସ୍ ଏସ୍‌ଆଇ – ୬୦୯ଟି ପୋଷ୍ଟ୍‌

ସବ୍-ଇନ୍ସପେକ୍ଟର ପୋଲିସ୍ (ସଶସ୍ତ୍ର) – ୨୫୩ଟି ପୋଷ୍ଟ୍‌

ଷ୍ଟେଶନ ଅଧିକାରୀ (ଅଗ୍ନିଶମ ସେବା) – ୪୭ଟି ପୋଷ୍ଟ୍‌

ଆସିଷ୍ଟାଣ୍ଟ ଜେଲର୍‌ – ୨୪ଟି ପୋଷ୍ଟ୍‌

ମୋଟ ପ୍ରାର୍ଥୀ – ୯୩୩ଟି ପୋଷ୍ଟ୍‌

ଯୋଗ୍ୟତା:

ଏକ ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଯେକୌଣସି ବିଷୟରେ ଗ୍ରାଜୁଏଶନ  ଡିଗ୍ରୀ

ବୟସ:

ସର୍ବନିମ୍ନ ବୟସ-୨୧ ବର୍ଷ
ସର୍ବାଧିକ ବୟସ -୨୫ ବର୍ଷ

ଦରମା:

ସର୍ବନିମ୍ନ ଦରମା – ୩୫, ୪୦୦ ଟଙ୍କା

ସର୍ବାଧିକ ଦରମା – ୧,୧୨, ୪୦୦ ଟଙ୍କା

ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଜିରୋ ନାଇଟ୍‌ ସେଲିବ୍ରେଶନ୍‌: ରାତି ୧୨ଟା ପରେ ମ୍ୟୁଜିକ ମନା

ଭୁବନେଶ୍ୱର,୩୦।୧୨: ନୂଆବର୍ଷ ପାଳନ ପାଇଁ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri