ଓଡ଼ିଶା ପୋଲିସରେ ନିଯୁକ୍ତ ପାଇଁ ଘୋଷଣା: ଅନ୍‌ଲାଇନ୍‌ରେ ତୁରନ୍ତ କରନ୍ତୁ ଆବେଦନ

ଭୁବନେଶ୍ୱର,୧୮ା୧: ଓଡ଼ିଶା ପୋଲିସ ପକ୍ଷରୁ ଏସ୍‌ଆଇ ବା ସବ୍‌ଇନ୍ସପେକ୍ଟର ପଦବୀ ଖାଲି ଅଛି। ଏଥିରେ ନିଯୁକ୍ତି ପାଇଁ ଘୋଷଣା କରାଯାଇଛି। ଏଥିସହିତ ଏସ୍‌ଆଇ ସମକକ୍ଷ ପଦବୀ (CPSE-୨୦୨୪) ପାଇଁ ମଧ୍ୟ ନିଯୁକ୍ତି ଘୋଷଣା କରାଯାଇଛି। ବିସ୍ତୃତ ବିଜ୍ଞାପନ ପାଇଁ, ୧୮.୦୧.୨୦୨୫ରୁ ଓଡ଼ିଶା ପୋଲିସ ଓ୍ବେବ୍‌ସାଇଟ୍‌ (http://odishapolice.gov.in) ପରିଦର୍ଶନ କରନ୍ତୁ। ଯୋଗ୍ୟ ପ୍ରାର୍ଥୀମାନଙ୍କୁ ଅନ୍‌ଲାଇନରେ ଆବେଦନ କରିବାକୁ ଆମନ୍ତ୍ରଣ କରାଯାଇଛି।

ଏହି ନିଯୁକ୍ତି ମାଧ୍ୟମରେ OPRBରେ ସବ୍‌ଇନ୍ସପେକ୍ଟର (SI), ଷ୍ଟେଶନ୍ ଅଫିସର, ଆସିଷ୍ଟାଣ୍ଟ ଜେଲର୍ ପଦବୀ ପୂରଣ ହେବ।ଏନେଇ ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୯୦୦ରୁ ଅଧିକ ପଦବୀ ପୂରଣ ହେବ।

ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୨୦ ଜାନୁଆରୀ ୨୦୨୫

ଅନ୍‌ଲାଇନ୍ ଆବେଦନ ଶେଷ – ୧୦ ଫେବୃଆରୀ ୨୦୨୫

ପଦବୀ:

ପୋଲିସ୍ ଏସ୍‌ଆଇ – ୬୦୯ଟି ପୋଷ୍ଟ୍‌

ସବ୍-ଇନ୍ସପେକ୍ଟର ପୋଲିସ୍ (ସଶସ୍ତ୍ର) – ୨୫୩ଟି ପୋଷ୍ଟ୍‌

ଷ୍ଟେଶନ ଅଧିକାରୀ (ଅଗ୍ନିଶମ ସେବା) – ୪୭ଟି ପୋଷ୍ଟ୍‌

ଆସିଷ୍ଟାଣ୍ଟ ଜେଲର୍‌ – ୨୪ଟି ପୋଷ୍ଟ୍‌

ମୋଟ ପ୍ରାର୍ଥୀ – ୯୩୩ଟି ପୋଷ୍ଟ୍‌

ଯୋଗ୍ୟତା:

ଏକ ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଯେକୌଣସି ବିଷୟରେ ଗ୍ରାଜୁଏଶନ  ଡିଗ୍ରୀ

ବୟସ:

ସର୍ବନିମ୍ନ ବୟସ-୨୧ ବର୍ଷ
ସର୍ବାଧିକ ବୟସ -୨୫ ବର୍ଷ

ଦରମା:

ସର୍ବନିମ୍ନ ଦରମା – ୩୫, ୪୦୦ ଟଙ୍କା

ସର୍ବାଧିକ ଦରମା – ୧,୧୨, ୪୦୦ ଟଙ୍କା

ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri