ଭାଜପା କାର୍ଯ୍ୟାଳୟରେ ହଙ୍ଗାମା, ଟିକେଟ ନ ମିଳିବାରୁ ତାତିଲେ ଧର୍ମଶାଳା ଆଶାୟୀ ପ୍ରାର୍ଥୀଙ୍କ ସମର୍ଥକ…

ଭୁବନେଶ୍ୱର,୨।୪: ଆଗାମୀ ବିଧାନସଭା ନିର୍ବାଚନ ଲାଗି ଭାଜପା ମଙ୍ଗଳବାର ୧୧୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ତେବେ ଏଥିରେ ଧର୍ମଶାଳା ଆସନରେ ସ୍ମୃତିରେଖା ପହିଙ୍କୁ ଟିକେଟ ମିଳିଛି। ଏହାକୁ ନେଇ ଆଶାୟୀ ପ୍ରାର୍ଥୀ ହିମାଂଶୁ ଶେଖର ସାହୁଙ୍କ ସମର୍ଥକ ମାନେ ଭୁବନେଶ୍ୱରସ୍ଥିତ ଭାଜପା କାର୍ଯ୍ୟାଳୟରେ ହଙ୍ଗାମା କରିଛନ୍ତି। ଟିକେଟ ମିଳି ନ ଥିବାରୁ ହିମାଂଶୁଙ୍କ ଗୋଷ୍ଠୀ ପକ୍ଷରୁ ଅସନ୍ତୋଷ ପ୍ରକାଶ କରାଯାଇଛି।

ସୂଚନାଯୋଗ୍ୟ, ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀ ତାଲିକାରେ ଅନେକ ନୂଆ ମୁହଁ ଥିବା ବେଳେ ପ୍ରାର୍ଥୀ ରିପିଟ୍‌ ମଧ୍ୟ ହୋଇଛନ୍ତି। ସେହିଭଳି ବିଜେଡି ଛାଡ଼ି ଭାଜପାରେ ସାମିଲ ହୋଇଥିବା ନେତାଙ୍କ ଉପରେ ମଧ୍ୟ ଭାଜପା ଆଶା ପ୍ରକଟ କରିଛି। ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଦଳ ଚାନ୍ଦବାଲି ଟିକେଟ ଦେଇଛି। ସେହିଭଳି ଯାଜପୁର ଜିଲା ଦେଖିଲେ ବଡ଼ଚଣାରୁ ଅମର ନାୟକ, ଯାଜପୁରରୁ ଗୌତମ ରାୟ ପ୍ରମୁଖଙ୍କୁ ପ୍ରାର୍ଥୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri