ଭୁବନେଶ୍ୱର ୨ ଆସନ ଲାଗି ପ୍ରାର୍ଥୀ ଘୋଷଣା କଲା ବିଜେଡି; ଗୋଟିଏରେ ଛିଡ଼ୁନି ଅଙ୍କ

ଭୁବନେଶ୍ୱର,୪।୩: ଆଗାମୀ ସାଧାରଣ ନିର୍ବାଚନ ଲାଗି ବିଜେଡି ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ବୁଧବାର ୨୭ଜଣ ପ୍ରାର୍ଥୀଙ୍କ ନାମକୁ ଘୋଷଣା କରିଛନ୍ତି। ଏଥିରେ ଭୁବନେଶ୍ୱରର ୩ ଆସନରୁ ୨ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ବିଭିନ୍ନ ଆସନରେ ପୁରୁଣା ଚେହେରା ରିପିଟ୍‌ ହୋଇଛନ୍ତି।
ଭୁବନେଶ୍ୱର ଆସନ ବିଷୟରେ କହିଲେ ଉତ୍ତରରୁ ସୁଶାନ୍ତ ରାଉତ ନିର୍ବାଚନକୁ ଓହ୍ଲାଇବେ। ସେହିଭଳି ଏକାମ୍ରରୁ ଅଶୋକ ପଣ୍ଡାଙ୍କୁ ଟିକେଟ ମିଳିଛି। ହେଲେ ଭୁବନେଶ୍ୱର ମଧ୍ୟ ଆସନରେ ଅନନ୍ତ ନାରାୟଣ ଜେନା ଓ ଅମରେଶ ଜେନାଙ୍କ ମଧ୍ୟରେ ଅଙ୍କ ଛିଡ଼ୁ ନ ଥିବାରୁ ଏଠାରେ କାହାକୁ ଟିକେଟ ମିଳିନାହିଁ। ତେବେ ଆଗାମୀ ଦିନରେ ସେନେଇ ଚିତ୍ର ସ୍ପଷ୍ଟ ହେବ।
ବାକି ଆସନରେ କାହାକୁ ମିଳିଲା ଟିକେଟ, ଦେଖନ୍ତୁ:-

ବଣାଇ- ଭୀମସେନ ଚୌଧୁରୀ

ବାରିପଦା- ସାନନ୍ଦ ମାରାଣ୍ଡି

ତଳସରା- ବିଜୟ ଟପ୍ପୋ

ସୁନ୍ଦରଗଡ଼- ଯୋଗେଶ ସିଂହ

ରାଜଗାଙ୍ଗପୁର-ଅନୀଲ ବାର୍ଲା

ବଣାଇ- ଭୀମସେନ ଚୌଧୁରୀ

ଯଶୀପୁର- ଚକ୍ରଧର ହେମ୍ବ୍ରମ୍‌

ଉଦଳା- ଶ୍ରନାଥ ସୋରେନ୍‌

ବାରିପଦା- ସାନନ୍ଦ ମାରାଣ୍ଡି

ବଡ଼ସାହି- ଅନସୂୟା ପାତ୍ର

ମୋରଡ଼ା-ପ୍ରୀତିନନ୍ଦା କାନୁନଗୋ

ସୋର- ମାଧବ ଧଡା

ଆଠ ମଲିକ- ନଳିନୀ ପ୍ରଧାନ

ବୀରମହାରାଜପୁର- ପଦ୍ମନାଭ ବେହେରା

ଖଡ଼ିଆଳ- ଅଧିରାଜ ପାଣିଗ୍ରାହୀ

ଫୁଲବାଣୀ- ଜୟଶ୍ରୀ କହଁର

ମାହାଙ୍ଗା-ଅଙ୍କିତ ପ୍ରତାପ ଜେନା

ତିର୍ତ୍ତୋଲ- ରମାକାନ୍ତ ଭୋଇ

ଜଗତସିଂହପୁର- ପ୍ରଶାନ୍ତ ମୁଦୁଲି

ଭୁବନେଶ୍ୱର ଉତ୍ତର- ସୁଶାନ୍ତ ରାଉତ

ଏକାମ୍ର- ଅଶୋକ ପଣ୍ଡା

ଖଲ୍ଲିକୋଟ- ସୂର୍ଯ୍ୟମଣି ବୈଦ୍ୟ

ଆସିକା- ମଞ୍ଜୁଳା ସ୍ୱାଇଁ

ବ୍ରହ୍ମପୁର- ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ

ପାରଳାଖେମୁଣ୍ଡି- ରୂପେଶ ପାଣିଗ୍ରାହୀ

ମୋହନା-ଅନ୍ତର୍ଯ୍ୟାମୀ ଗମାଙ୍ଗୋ

ପଟାଙ୍ଗୀ- ପ୍ରଫୁଲ୍ଲ ପାଙ୍ଗୀ


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ବିମାନ ସଙ୍କଟ: ପାଇଲଟଙ୍କୁ ସହଯୋଗ କରିବାକୁ ଅନୁରୋଧ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୫।୧୨: ଦେଶର ସର୍ବବୃହତ୍ ବଜେଟ୍ ବିମାନସେବା ଇଣ୍ଡିଗୋ ରେ ଲଗାତାର ତୃତୀୟ ଦିନ ପାଇଁ ବିମାନ ଚଳାଚଳ ବାଧାପ୍ରାପ୍ତ ହେବା ପରେ, ବିମାନ ଚଳାଚଳ ନିୟାମକ...

ମୋ ଝିଅକୁ ପ୍ୟାଡ୍‌ ଦିଅ… ଇଣ୍ଡିଗୋ ବିମାନ ବିଳମ୍ବ ମଧ୍ୟରେ ହୃଦୟ ବିଦାରକ VIDEO ଭାଇରାଲ

ନୂଆଦିଲ୍ଲୀ,୫।୧୨: ଦେଶରେ ଯାତ୍ରୀ ସୁରକ୍ଷା ଏବଂ ସୁବିଧା ବିଷୟରେ ବହୁତ ଆଲୋଚନା ହେଉଥିବାବେଳେ, ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଭାଇରାଲ ହୋଇଛି। ବିମାନବନ୍ଦର...

ସକାଳୁ ଉଠିଲେ ପାଣି ପାଇଁ ସଂଘର୍ଷ: ୩୦ ପରିବାରକୁ ଗୋଟିଏ ନଳକୂପ

ଦାରିଙ୍ଗବାଡି, ୫/୧୨ (ଅରୁଣ ସାହୁ): ଭୋର ଉଠିଲେ ପିଇବା ଓ ବ୍ୟବହାର କରିବାକୁ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ଦିନେ କି ୨ ଦିନ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌

ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର...

ଗଞ୍ଜେଇ ହେରଫେର: ଫୁଲବାଣୀ ସଦର ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ,୫ା୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକଙ୍କୁ ରାଜ୍ୟ ଗୃହ ବିଭାଗ ନିଲମ୍ବନ କରିଛି। ତାଙ୍କ ନାମରେ...

ଏହି ଭୟଙ୍କର ଜୀବର ଚମଡ଼ାରୁ ତିଆରି ଘଣ୍ଟା ପିନ୍ଧନ୍ତି ପୁଟିନ୍‌, ଦାମ୍‌ ଜାଣିଲେ…

ମସ୍କୋ,୫ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏହି ଗସ୍ତ ଉଭୟ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।...

୧.୫ ବର୍ଷର ନିଜ ଝିଅକୁ ଗଛରେ ଝୁଲାଇ ହତ୍ୟା କଲା ପିଶାଚୀ ମା’

ପୁରୀ,୫।୧୨: ପାରିବାରିକ କଳହର ଏକ ଅତ୍ୟନ୍ତ ଦୁଃଖଦ ପରିଣାମରେ, ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁ କନ୍ୟାକୁ ହତ୍ୟା...

ଭାରତରେ ବଡ଼ ଘୋଷଣା କରିଦେଲେ ପୁଟିନ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୫।୧୨: ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦୁଇ ଦିନିଆ ଭାରତ ଗସ୍ତ ଏହାର ଆନୁଷ୍ଠାନିକ ଏବଂ କୂଟନୈତିକ ଶୀର୍ଷରେ ପହଞ୍ଚିଛି। ଗୁରୁବାର ରାତିରେ ପ୍ରଧାନମନ୍ତ୍ରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri