ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି: ଜାଣନ୍ତୁ ବିଧାନସଭା-ଲୋକ ସଭା ନିର୍ବାଚନ ଲାଗି କିଏ ପାଇଲେ ଟିକେଟ…

ଭୁବନେଶ୍ୱର,୨୭।୩: ଆଗାମୀ ସାଧାରଣ ନିର୍ବାଚନ ଲାଗି ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରାଯାଇଛି। ବିଧାନସଭା ଏବଂ ଲୋକ ସଭା ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ତାଲିକାରେ କିଛି ନୂଆ ମୁହଁ ଦେଖାଯାଇଥିଲେ ହେଁ ଦଳ ପୁରୁଣା ନେତାଙ୍କ ଉପରେ ଭରସା ଦେଖାଇଛି।

କେଉଁଠୁ କିଏ ପାଇଲା ଟିକେଟ:

ବିଧାନସଭା:

ସୋନପୁର-ନିରଞ୍ଜନ ପୂଜାରୀ
ପାଟଣାଗଡ଼-ସରୋଜ ମେହେର

ବାଙ୍କୀ-ଦେବୀ ରଞ୍ଜନ ତ୍ରିପାଠୀ
ପାଟକୁରା-ଅରବିନ୍ଦ ମହାପାତ୍ର

ବିଷମକଟକ: ଜଗନ୍ନାଥ ସାରକା
ଗୁଣପୁର: ରଘୁନାଥ ରଘୁନାଥ ଗମାଙ୍ଗୋ

ରାୟଗଡ଼ା: ଅନୁସୟା ମାଝୀ
ବରଗଡ଼: ଦେବେଶ ଆଚାର୍ଯ୍ୟ

ବିଜେପୁର: ରିତା ସାହୁ
ଅତାବିରା: ସ୍ନେହାଙ୍ଗିନୀ ଛୁରିଆ

ଭଟଲି: ସୁଶାନ୍ତ ସିଂ
ଜଳେଶ୍ୱର:ଅଶ୍ୱିନୀ ପାତ୍ର

ବସ୍ତା: ସୁବାସିନୀ ଜେନା
ଭଣ୍ଡାରିପୋଖରୀ: ସଞ୍ଜୀବ ମଲ୍ଲିକ

ଭଦ୍ରକ: ପ୍ରଫୁଲ୍ଲ ସାମଲ
ବାସୁଦେବପୁର: ବିଷ୍ଣୁବ୍ରତ ରାଉତରାୟ

ଧାମନଗର: ସଞ୍ଜୟ ଦାସ
ଚାନ୍ଦବାଲି: ବ୍ୟୋମକେଶ ରାୟ

ବିଞ୍ଝାରପୁର: ପ୍ରମିଳା ମଲ୍ଲିକ
ଧର୍ମଶାଳା: ପ୍ରଣବ ବଳବନ୍ତରାୟ

ଯାଜପୁର: ସୁଜାତା ସାହୁ
ସୁକିନ୍ଦା: ପ୍ରୀତିରଞ୍ଜନ ଘଡ଼ାଇ

ଢେଙ୍କାନାଳ: ସୁଧୀର ସାମଲ
କାମାକ୍ଷାନଗର: ପ୍ରଫୁଲ୍ଲ ମଲ୍ଲିକ

ପରଜଙ୍ଗ: ନୃସିଂହ ସାହୁ
ପାଲଲହଡ଼ା: ମୁକେଶ ପାଲ

ଛେଣ୍ଡିପଦା: ସୁଶାନ୍ତ ବେହେରା
ସୋନପୁର: ନିରଞ୍ଜନ ପୂଜାରୀ

ଲୋଇସିଂହା: ନିହାର ବେହେରା
ବଲାଙ୍ଗୀର: କଳିକେଶ ସିଂଦେଓ
ଟିଟିଲାଗଡ଼:  ଟୁକୁନି ସାହୁ

ନୂଆପଡ଼ା: ରାଜେନ୍ଦ୍ର ଢୋଲକିଆ
ଉମରକୋଟ: ନବୀନା ନାଏକ

ଝରିଗାଁ: ରମେଶ ମାଝୀ
ନବରଙ୍ଗପୁର: କୌଶଲ୍ୟା ପ୍ରଧାନ

ଡାବୁଗାଁ – ମନୋହର ରନ୍ଧାରୀ
ଲାଞ୍ଜିଗଡ – ପ୍ରଦୀପ କୁମାର ଦିଶାରୀ

ଜୁନାଗଡ – ଦିବ୍ୟଶଙ୍କର ମିଶ୍ର
ଧର୍ମଗଡ – ପୁଷ୍ପେନ୍ଦ୍ର ସିଂ ଦେଓ

ଭବାନୀପାଟଣା – ଲତିକା ନାୟକ
ଜି ଉଦୟଗିରି – ସାଲୁଗା ପ୍ରଧାନ

କଣ୍ଟାମାଳ – ମହିଧର ରଣା
ବୌଦ୍ଧ – ପ୍ରଦୀପ କୁମାର ଅମାତ

ବଡମ୍ବା – ଦେବୀ ପ୍ରସାଦ ମିଶ୍ର

ଆଠଗଡ – ରଣେନ୍ଦ୍ର ପ୍ରତାପ ସ୍ବାଇଁ
କଟକ ଚୌଦାର – ସୌଭିକ ବିଶ୍ୱାଳ

ନିଆଳି – ପ୍ରମୋଦ ମଲ୍ଲିକ
କଟକ ସଦର – ଚନ୍ଦ୍ରସାରଥୀ ବେହେରା

ପାଟକୁରା – ଅରବିନ୍ଦ ମହାପାତ୍ର
ଆଳି – ପ୍ରତାପ ଦେବ

ରାଜନଗର – ଧ୍ରୁବ ସାହୁ
ମହାକାଳପଡା – ଅତନୁ ସବ୍ୟସାଚ୍ଚୀ ନାୟକ

ପୁରୀ – ସୁନୀଲ ମହାନ୍ତି
ବ୍ରହ୍ମଗିରି – ଉମାକାନ୍ତ ସାମନ୍ତରାୟ

ସତ୍ୟବାଦୀ – ସଞ୍ଜୟ ଦାସବର୍ମା
ପିପିଲି – ରୁଦ୍ର ପ୍ରସାଦ ମହାରଥୀ

ଜଟଣୀ – ବିଭୂତି ବଳବନ୍ତରାୟ
ରଣପୁର – ସତ୍ୟନାରାୟଣ ପ୍ରଧାନ

ଦଶପଲ୍ଲା – ରମେଶ ଚନ୍ଦ୍ର ବେହେରା
ନୟାଗଡ – ଅରୁଣ ସାହୁ

ଭଞ୍ଜନଗର – ବିକ୍ରମ କେଶରୀ ଆରୁଖ
ପୋଲସରା – ଶ୍ରୀକାନ୍ତ ସାହୁ

କବିସୂର୍ଯ୍ୟନଗର– ଲତିକା ପ୍ରଧାନ
ଛତ୍ରପୁର – ସୁବାଷ ଚନ୍ଦ୍ର ବେହେରା

ସୋରଡା – ସଂଘମିତ୍ରା ସ୍ୱାଇଁ
ହିଞ୍ଜିଳି – ନବୀନ ପଟ୍ଟନାୟକ

ଗୋପାଳପୁର – ବିକ୍ରମ କୁମାର ପଣ୍ଡା
ଦିଗପହଣ୍ଡି – ବିପ୍ଲବ ପାତ୍ର

ଚିକିଟି – ଚିନ୍ମୟ ନନ୍ଦ ଶ୍ରୀରୂପଦେବ
କୋଟପାଡ – ଚନ୍ଦ୍ରଶେଖର ମାଝୀ

କୋରାପୁଟ – ରଘୁରାମ ପୋଡାଲ
ମାଲକାନଗିରି – ମାନସ ମାକାମ୍ବୀ

ଘସିପୁର – ବଦ୍ରି ନାରାୟଣ ପାତ୍ର
ପାଟଣା – ଜଗନ୍ନାଥ ନାୟକ

ଲୋକ ସଭା:
କଳାହାଣ୍ଡି-ଲମ୍ବୋଦର ନିଆଲ
ସମ୍ବଲପୁର-ପ୍ରଣବ ପ୍ରକାଶ ଦାସ

ସୁନ୍ଦରଗଡ଼-ଦିଲ୍ଲୀପ ତିର୍କି
ମୟୂରଭଞ୍ଜ: ସୁଦାମ ମାରାଣ୍ଡି

କେନ୍ଦ୍ରାପଡ଼ା:ଅଶୁଂମାନ ମହାନ୍ତି
ନବରଙ୍ଗପୁର-ପ୍ରଦୀପ ମାଝୀ

ଭୁବନେଶ୍ୱର: ମନ୍ମଥ ରାଉତରାୟ
କୋରାପୁଟ: କୌଶଲ୍ୟା ହିକ୍‌କା
ଆସିକା-ରଞ୍ଜିତା ସାହୁ

 


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri