‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା ସୁନିଶ୍ଚିତ ବୋଲି ଜାଣିବା ପରେ ଭୟରେ ଗୁରୁବାର ଏକ ଭୁଲ୍‌ ଫଟୋ ନିଜ ସାମାଜିକ ଗଣମାଧ୍ୟମରେ ପକାଇଥିଲେ। ୨୦୨୧ ମସିହାର ଏକ ପୁରୁଣା ଫଟୋକୁ ଇଣ୍ଟରନେଟ୍‌ରୁ ଡାଉନ୍‌ଲୋଡ୍‌ କରି ସାଂସଦ ପ୍ରାର୍ଥୀ ତାକୁ ପୋଷ୍ଟକରି ମିଥ୍ୟା ଅଭିଯୋଗ କରିବା ଆଦର୍ଶ ଆଚରଣ ବିଧିର ଉଲ୍ଲଂଘନ। ଏବେ ମଧ୍ୟ ବିଜେଡିର ଜଣେ ରାଜ୍ୟ ସଭା ସଦସ୍ୟ ସେହିଭଳି ମିଥ୍ୟା ଅଭିଯୋଗ ଆଣିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଲୋକପ୍ରିୟତା ପ୍ରତି ବିଜେଡିର ଭୟକୁ ପ୍ରମାଣିତ କରୁଛି ବୋଲି ଭାଜପା ମୁଖପାତ୍ର ଅନିଲ ବିଶ୍ୱାଳ କହିଛନ୍ତି।

ଏହାଛଡ଼ା ବିଜେଡି ଯେତେ ମିଥ୍ୟା ଅଭିଯୋଗ କଲେ ବି ଓଡ଼ିଶା ଲୋକ ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ। ଏନ୍‌ଏଚ୍‌-୫୫ର କାମ ୮୩% ସରିସାରିଛି। ଯେଉଁଠି କାମ ବିଳମ୍ବିତ ହୋଇଛି ସେଥିପାଇଁ ରାଜ୍ୟ ସରକାରଙ୍କ ଜମି ଅଧିଗ୍ରହଣରେ ବିଳମ୍ବିତ କରିବା ହିଁ ମୁଖ୍ୟ କାରଣ। ‘ସବୁ କେନ୍ଦ୍ରର ଦୋଷ’ର ପୁରୁଣା ଗୀତ ଆଉ ବିଜେଡି ଯେତେ ଗାଇଲେ ବି ଚଳିତ ନିର୍ବାଚନରେ ଉଭୟ ଲୋକ ସଭା ଓ ବିଧାନସଭା କ୍ଷେତ୍ରରେ ପରାଜୟରୁ ବର୍ତ୍ତିପାରିବ ନାହିଁ ବୋଲି ଅନିଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri