ଭାଜପା ଛାଡ଼ିଲେ ରବି ନାରାୟଣ ପାଣି

ଭୁବନେଶ୍ୱର,୫।୪: ଭାଜପା ଛାଡ଼ିଲେ ପୂର୍ବତନ ଏମ୍‌ପି, ପାଲଲହଡ଼ାର ପୂର୍ବତନ ବିଧାୟକ ରବି ନାରାୟଣ ପାଣି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ନିକଟକୁ ସେ ନିଜର ଇସ୍ତଫାପତ୍ର ପଠାଇଛନ୍ତି। ବର୍ତ୍ତମାନର ରାଜନୀତିରେ ନୀତି ଆଦର୍ଶର ଆଉ ସ୍ଥାନ ନାହିଁ। କ୍ଷମତା ପାଇଁ ଯେକୌଣସି ବ୍ୟକ୍ତିକୁ ଆଣି ଦଳରେ ସାମିଲ କରାଯାଉଛି। ଆମ ପରି ବରିଷ୍ଠ ଓ ସଚ୍ଚୋଟ ନେତାଙ୍କୁ ଅଣଦେଖା କରାଯାଇ ଅନ୍ୟମାନଙ୍କୁ ପଦ ପଦବୀ ଦିଆଯାଉଛି। ଏଣୁ ସେ ଦଳ ଛାଡ଼ୁଥିବା ରବି ନାରାୟଣ ଇସ୍ତଫା ପତ୍ରରେ ଲେଖିଛନ୍ତି।
କହିରଖୁଛୁ, ରବି ନାରାୟଣ ୨୦୦୯ରେ ବିଜେଡି ଟିକଟରେ ପାଲଲହଡ଼ାରୁ ଆସନରୁ ବିଧାୟକ ହୋଇଥିଲେ। ଏପରିକି ତାଙ୍କୁ ଦଳର ମୁଖ୍ୟ ସଚେତକ କରାଯାଇଥିଲା। ୨୦୧୯ରେ ବିଜେଡି ବିଧାୟକ ଟିକଟ ନ ମିଳିବାରୁ ସେ ଖପ୍ପା ହୋଇ ଭାଜପାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri