କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ନିଜେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ନିକଟରେ ବିଜେଡିରେ ଯୋଗ ଦେଇଥିବା ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଯାଜପୁର ଜିଲା ବଡ଼ଚଣା ଆସନରୁ ଟିକେଟ ପାଇଛନ୍ତି।

ବର୍ଷାଙ୍କ ବ୍ୟତିତ ରଘୁନାଥ ସାହୁଙ୍କୁ ଚିଲିକା ଟିକେଟ ମିଳିଛି। ସେହିଭଳି ଅଭିମନ୍ୟୁ ସେଠୀଙ୍କୁ ଆନନ୍ଦପୁରରୁ ପ୍ରାର୍ଥୀ କରାଯାଇଛି। କେନ୍ଦ୍ରାପଡ଼ାରୁ ଗଣେଶ୍ୱର ବେହେରାଙ୍କ ଉପରେ ଦଳ ଆଶା ପ୍ରକାଶ କରିଥିବା ବେଳେ ଚମ୍ପୁଆରୁ ସନାତନ ମହାକୁଡ଼ଙ୍କୁ ପ୍ରାର୍ଥୀ କରାଯାଇଛି। ସେହିଭଳି ସାରସକଣାରୁ ଦେବାଶିଷ ମାରାଣ୍ଡି,ରେମୁଣାରୁ ବିଦ୍ୟାସ୍ମତତର ମହାଳିକ, ସିମୁଳିଆରୁ ସୁଭାଷିନୀ ସାହୁ ଏବଂ କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମ ଟିକେଟ ପାଇଛନ୍ତି।

ପ୍ରକାଶ ଯେ, ବଡ଼ଚଣା ଆସନ ଲାଗି ବରିଷ୍ଠ ନେତା ଅମରପ୍ରସାଦ ଶତପଥୀ ଟିକେଟ ଆଶାୟୀ ଥିଲେ। ହେଲେ ତାଙ୍କ ଟିକେଟ କାଟି ବିଜେଡି ଅଭିନେତ୍ରୀ ବର୍ଷାଙ୍କୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଦର: ଏବେ…

ଭୁବନେଶ୍ୱର,୨୦ା୬(ସୁଚିସ୍ମିତା ସାହୁ): ଗ୍ରୀଷ୍ମ ଛୁଟି ସରିବା ପରେ ଶୁକ୍ରବାରଠାରୁ ସାରା ରାଜ୍ୟରେ ସ୍କୁଲ ଖୋଲିଛି। ପ୍ରଥମ ଦିନରୁ ହିଁ ସ୍କୁଲରେ ମଧ୍ୟାହ୍ନଭୋଜନ ମିଳିଛି। ଏପରିସ୍ଥିତିରେ ରାଜ୍ୟ...

ଈଶାନ କିଶାନଙ୍କ ଚମକାଇଲା ଭଳି ନିଷ୍ପତ୍ତି: ଟିମ୍‌ ଇଣ୍ଡିଆ ନୁହେଁ, ଏବେ ଏହି ବିଦେଶୀ ଟିମ୍‌ରୁ ଖେଳିବେ କ୍ରିକେଟ…

ନୂଆଦିଲ୍ଲୀ,୨୦।୬: ଭାରତର ଉଇକେଟକିପର ବ୍ୟାଟ୍ସମ୍ୟାନ ଈଶାନ କିଶାନଙ୍କୁ ଏବେ ଟିମ ଇଣ୍ଡିଆରେ ସୁଯୋଗ ମିଳୁନାହିଁ। ସେ ଭାରତ ପାଇଁ ଶେଷ ଅନ୍ତର୍ଜାତୀୟ ମ୍ୟାଚ ୨୦୨୩ରେ ଖେଳିଥିଲେ।...

ଇରାନର ପରମାଣୁ ବୈଜ୍ଞାନିକଙ୍କୁ କାହିଁକି ଟାର୍ଗେଟ କରୁଛି ଇସ୍ରାଏଲ? ହେଲା ବଡ଼ ଖୁଲାସା

ଆଟଲାଣ୍ଟା,୨୦।୬: ଇରାନର ପରମାଣୁ କାର୍ଯ୍ୟକ୍ରମ ଏବଂ ସାମରିକ କ୍ଷମତାକୁ ନଷ୍ଟ କିମ୍ବା ଦୁର୍ବଳ କରିବା ପାଇଁ ଜୁନ ୧୩ ତାରିଖରେ ଆରମ୍ଭ ହୋଇଥିବା ଇସ୍ରାଏଲର ‘ଅପରେସନ...

୧୨ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଡ଼ ଆଲର୍ଟ କଲା ଭାରତୀୟ ପାଣିପାଗ ବିଭାଗ

ଭୁବନେଶ୍ୱର, ୨୦।୬: ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ପାଇଁ ଆଗାମୀ ସପ୍ତାହକର ପାଣିପାଗ ପୂର୍ବାନୁମାନ ଜାରି କରିଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ମୌସୁମୀ ବର୍ଷା...

ଆସନ୍ତା ୨୭ ଯାଏ ରାଜ୍ୟରେ ବଜ୍ରପାତ ସହ ପବନ ବର୍ଷା, ଏହି ୨୦ ଜିଲାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୧୯ା୬(ଅନୁରାଧା ମହାରଣା) – ରାଜ୍ୟର ଅଧିକାଂଶ ସ୍ଥାନରେ ଗତ କିଛିଦିନ ଧରି ବର୍ଷା ଜାରି ରହିଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବିିଭିନ୍ନ ଜିଲାକୁ ବର୍ଷା...

ବିଞ୍ଜିଗିରିକୁ ସ୍ମାରକୀ ଗ୍ରାମ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭଞ୍ଜନଗର,୨୦ା୬(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଅପରାହ୍ନରେ ଭୁବନେଶ୍ୱର ଜନତା ମୈଦାନରୁ ଆଭାସୀ ମାଧ୍ୟମରେ ଘୁମୁସର ବୀର ଚକରା ବିଷୋୟୀଙ୍କ ଜନ୍ମସ୍ଥାନ ଗଞ୍ଜାମ ଜିଲା...

ଶେଖ ହାସିନାଙ୍କୁ ଅଲ୍ଟିମେଟମ୍‌, ୨୪ ଜୁନ୍‌ ମଧ୍ୟରେ ସରେଣ୍ଡର ନ କଲେ…

ଢାକା,୨୦।୬: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଲଗାତାର ଭାବେ ବାଂଲାଦେଶର ଆଇନ କଠୋର ହେବାରେ ଲାଗିଛି। ସଦ୍ୟତମ ଘଟଣାକ୍ରମରେ, ବାଂଲାଦେଶ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ...

ଡିଭିଲିୟର୍ସଙ୍କ ଉପରେ ଚାଞ୍ଚଲ୍ୟକର ଅଭିଯୋଗ ଆଣିଲେ ନିଜ ଦଳର ଖେଳାଳି, ଦେଲେ ବଡ଼ ବୟାନ…

ନୂଆଦିଲ୍ଲୀ,୨୦।୬: ଦକ୍ଷିଣ ଆଫ୍ରିକାର ଅଭିଜ୍ଞ ଖେଳାଳି ଏବି ଡିଭିଲିୟର୍ସଙ୍କ ଉପରେ ଏକ ବଡ଼ ଅଭିଯୋଗ ଆସିଛି। ତାଙ୍କ ସାଥୀ ଖେଳାଳି ଥାମି ସୋଲେକିଲେ ତାଙ୍କ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri