ଇସ୍ତଫା ଦେଲେ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୧।୪: ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ତାଙ୍କୁ ପ୍ରାର୍ଥୀ କରି ଟିକେଟ କାଟିବା ଦେବା ପରେ ସେ ଅସନ୍ତୁଷ୍ଟ ଥିଲେ। ଗତ ବର୍ଷ ସେପ୍ଟେମ୍ବର ମାସରେ ପ୍ରବୋଧ କଂଗ୍ରେସରେ ସାମିଲ ହୋଇଥିଲେ।

ପ୍ରକାଶ ଯେ, ପ୍ରବୋଧଙ୍କୁ କଂଗ୍ରେସ ସୁନ୍ଦରଗଡ଼ ଜିଲା ତଳସରାରୁ ପ୍ରାର୍ଥୀ କରିଥିଲା। କିନ୍ତୁ ପରେ ତାଙ୍କ ଟିକେଟ୍‌ କାଟି ଦେବେନ୍ଦ୍ର ଭିଟାରିଆଙ୍କୁ ଦଳ ସେଠାରୁ ପ୍ରାର୍ଥୀ କରିଛି। ଏଣୁ ସେ ନିରାଶ ହୋଇ ଦଳରୁ ଇସ୍ତଫା ଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହାରିଗଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୪।୬:ବଡଚଣାରୁ ହାରିଗଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଭାଜପା ପ୍ରାର୍ଥୀ ଅମର କୁମାର ନାୟକଙ୍କ ଠାରୁ ପରାସ୍ତ ହେଲେ ଅଭିନେତ୍ରୀ ବର୍ଷା। ଅମରଙ୍କ ଠାରୁ ୭୩୮୩ ଭୋଟ...

ପାଟକୁରାରେ ଅରବିନ୍ଦ ବିଜୟୀ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜୟ ମହାପାତ୍ରଙ୍କ ପୁଅ ତଥା ବିଜେଡି ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ବିଜୟ ଲାଭ କରିଛନ୍ତି।...

ଫୁଲବାଣୀ ବିଧାନସଭା ଆସନ ହାତେଇଲା ଭାଜପା

ଫୁଲବାଣୀ,୪ା୬(ରାକେଶ କୁମାର ରାଉତ): ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ପ୍ରାର୍ଥୀ ଉମାଚରଣ ମଲିକ ବିଜୟ ଲାଭ କରିଛନ୍ତି। ଉମାଚରଣ ମୋଟ୍‌ ୫୩,୯୦୦ ଖଣ୍ଡ ଭୋଟ୍‌...

ସୁନ୍ଦରଗଡରେ ଯୋଗେଶ ବିଜୟୀ

ସୁନ୍ଦରଗଡ଼,୪।୬: ସୁନ୍ଦରଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଯୋଗେଶ କୁମାର ସିଂହ ୧୦ହଜାର ଭୋଟରେ ବିଜୟୀ ହୋଇଛନ୍ତି।

ଘସିପୁରାରେ ବିଜେଡି ଜିତିଲା

ଭୁବନେଶ୍ୱର,୪।୬: ମଙ୍ଗଳବାର ରାଜ୍ୟରେ ବିଧାନସଭା ଭୋଟ ଗଣତି ଜାରି ରହିଥିବା ବେଳେ ଘସିପୁରା ବିଧାନସଭାରେ ବିଜେଡି ଜିତିଛି। ବିଜେଡି ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ସ୍ବାଧୀନ...

ଯାଜପୁରରୁ ଆସିଲା ବିଜେଡି ପାଇଁ ଖୁସି ଖବର

ଭୁବନେଶ୍ୱର,୪।୬: ସାଧାରଣ ନିର୍ବାଚନ ୨୦୨୪ରେ ଓଡ଼ିଶାରେ ପରିବର୍ତ୍ତନର ସ୍ବର ଦେଖିବାକୁ ମିଳିଛି। ଏଠାରେ ବିଜେଡି ଗଡ଼ ଭୁଶୁଡି ଥିବାବେଳେ ଭାଜପା ସରକାର ଗଢିବାକୁ ଯାଉଛି। ରାଜ୍ୟରେ...

ଓଡ଼ିଶାରେ ଫୁଟିଲା ପଦ୍ମ! ମୁଖ୍ୟମନ୍ତ୍ରୀ, ରେସ୍‌ରେ ଏହି ନେତା…

ଭୁବନେଶ୍ୱର,୪।୬: ଓଡ଼ିଶା ବିଧାନସଭା ନିର୍ବାଚନ ୨୦୨୪ରେ ଭାଜପା ସଂଖ୍ୟା ଗରିଷ୍ଠତା ହାସଲ କରିଛି। ମ୍ୟାଜିକ ନମ୍ବର ୭୫ ଛୁଇଁବା ଦଳ ୮୦ ଛୁଇଁଛି। ଏହି କ୍ରମରେ...

ଚିତ୍ରକୋଣ୍ଡାରେ କଂଗ୍ରେସ ପ୍ରାର୍ଥୀ ମଙ୍ଗୁ ଖିଲା ବିଜୟୀ

ମାଲକାନଗିରି,୪ା୬: ମଙ୍ଗଳବାର ରାଜ୍ୟରେ ବିଧାନସଭା ଭୋଟ ଗଣତି ଜାରି ରହିଥିଲା ବେଳେ ଚିତ୍ରକୋଣ୍ଡାର ବିଜୟ ହାସଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ମଙ୍ଗୁ ଖିଲା। ମୋଟ ୩୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri