Posted inଖେଳ

ଓଡ଼ିଶା ପ୍ରୋ ଟି-୨୦ ଲିଗ୍‌: ବ୍ରେଟ ଲି ବ୍ରାଣ୍ଡ ଆମ୍ବାସାଡର

କଟକ,୩୧ା୮: ଓଡ଼ିଶା କ୍ରିକେଟ୍ ଆସୋସିଏସନ୍‌ (OCA) ସେପ୍ଟେମ୍ବର ୨୦୨୫ରେ ଆରମ୍ଭ ହେବାକୁ ଥିବା ଓଡ଼ିଶା ପ୍ରୋ ଟି-୨୦ ଲିଗ୍‌ (OPTL) ପାଇଁ ପୂର୍ବତନ ଅଷ୍ଟ୍ରେଲିଆ ଦ୍ରୁତ ବୋଲର ବ୍ରେଟ ଲି ଓ ଦେବାଶିଷ ମହାନ୍ତିଙ୍କୁ ବ୍ରାଣ୍ଡ ଆମ୍ବାସାଡର ଘୋଷଣା କରିଛି। ଏହି ଫ୍ରାଞ୍ଚାଇଜି ଭିତ୍ତିକ ଟୁର୍ନାମେଣ୍ଟ ୧୫ରୁ ୨୪ ସେପ୍ଟେମ୍ବର ମଧ୍ୟରେ ଦିବାରାତ୍ର ମ୍ୟାଚ୍‌ ଆକାରରେ ଖେଳାଯିବ।

୬ଟି ଫ୍ରାଞ୍ଚାଇଜି ଟିମ୍‌ରେ କେବଳ ଓଡ଼ିଆ ଖେଳାଳି ସାମିଲ ହେବେ। ଫ୍ରାଞ୍ଚାଇଜି ପାଇଁ ୭ରୁ ୧୩ ସେପ୍ଟେମ୍ବର ଯାଏଁ OCA ୱେବସାଇଟ୍‌ରେ ଆବେଦନ କରାଯାଇପାରିବ। ଅରିଭା ସ୍ପୋର୍ଟ୍ସ ପରିଚାଳନା ଦାୟିତ୍ୱ ନେବ। OPTL ଉଦୀୟମାନ ପ୍ରତିଭାଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଏକ ପ୍ଲାଟଫର୍ମ ହେବ। OCA ସଚିବ ସଞ୍ଜୟ ବେହେରା କହିଛନ୍ତି, “ଏହି ଲିଗ୍‌ ଓଡ଼ିଶାରେ କ୍ରିକେଟ୍‌ରେ ପରିବର୍ତ୍ତନଶୀଳ ପଦକ୍ଷେପ। ଏହା ଭାରତୀୟ ଘରୋଇ କ୍ରିକେଟ୍‌ରେ ପ୍ରମୁଖ ଶକ୍ତି ହେବ।”


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?