ବିଜେଡିରେ ସାମିଲ ହେଲେ ରାଜେନ୍ଦ୍ର ଛତ୍ରିୟା

ଭୁବନେଶ୍ୱର,୧୨ା୪(ଅନିଲ ଦାସ)-ସମ୍ବଲପୁର ଜିଲା କୁଚିଣ୍ଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଛତ୍ରିଆ ଶୁକ୍ରବାର ଶଙ୍ଖଭବନଠାରେ ଜିଲା ବିଜେଡି ପର୍ଯ୍ୟବେକ୍ଷକ ଦେବାଶିଷ
ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ  ଯୋଗ ଦେଇଛନ୍ତି। ତାଙ୍କ ସହ ଶତାଧିକ କଂଗ୍ରେସ କର୍ମୀଙ୍କୁ ସେ ଉପଢ଼ୌକନ ଦେଇ ଦଳକୁ ସ୍ବାଗତ କରିଛନ୍ତି।  କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ କୁଚିଣ୍ଡା ନିର୍ବାଚନମଣ୍ଡଳୀରେ ଦଳୀୟ ସଙ୍ଗଠନ ଆହୁରି ମଜଭୁତ ହେବ ବୋଲି ଦେବାଶିଷ କହିଛନ୍ତି।
ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ବଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଇଥିବା ସେ କହିଛନ୍ତି।  ରାଜେନ୍ଦ୍ରଙ୍କ ସହିତ  କୁଚିଣ୍ଡା ବସ୍‌ ୟୁନିୟନର ସଭାପତି ଧିରେନ୍ଦ୍ରକୁମାର ନାଏକ, ଉଦୟ ପ୍ରତାପ ସିଂହ, ପୂର୍ବତନ ବ୍ଲକ କଂଗ୍ରେସ ସଭାପତି ଅକ୍ଷୟ କୁମାର ସାହୁ, ସ୍ବରାଜ କୁମାର ନାୟକ, ହିଂମାଶୁ ପଟେଲ, ଅୟୋଧ୍ୟା ବିଜେଡ଼ିରେ ଯୋଗଦେଲେ କଂଗ୍ରେସ ନେତା ପ୍ରମୋଦ ହରିଚନ୍ଦନ ପ୍ରମୁଖ ବିଜେଡିରେ ଯୋଗ ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କଲା ଇକ୍ୱେଡର

ଇଷ୍ଟ ରୋଦରଫୋଡ,୨୬ା୬: ଗୋଞ୍ଜାଲୋ ପ୍ଲାଟାଙ୍କ ଗୋଲ ବଳରେ ଶୁକ୍ରବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚ୍‌ରେ ଇକ୍ୱେଡର ୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କରିଛି। ଫିଫା ର଼୍ୟାଙ୍କିଙ୍ଗ୍‌ରେ ୨୩ତମ…

ଟ୍ୟୁନିସିଆକୁ ପରାସ୍ତ କରି ନକ୍‌ଆଉଟ୍‌ରେ ନେଦରଲାଣ୍ଡ୍ସ

କାନ୍ସାସ ସିଟି,୨୬ା୬: ବ୍ରିଆନ ବ୍ରୋବେଙ୍କ ଗୋଲ ବଳରେ ନେଦରଲାଣ୍ଡ୍ସ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୧ ଗୋଲରେ ଟ୍ୟୁନିସିଆକୁ ପରାସ୍ତ କରିଛି। ଏହି ବିଜୟ ସହ ନେଦରଲାଣ୍ଡ୍ସ ଗ୍ରୁପ୍‌-ଏଫ୍‌’…

ଆକାଉଣ୍ଟରେ ଏତିକି ଟଙ୍କା ଡିପୋଜିଟ ଅଛି କି? ଜୁଲାଇ ୩୧ ସୁଦ୍ଧା କରନ୍ତୁ ଏହି କାମ, ନଚେତ…

ବର୍ତ୍ତମାନ ପ୍ରାୟ ସବୁ ଲୋକଙ୍କର ବ୍ୟାଙ୍କରେ ସେଭିଂ ଆକାଉଣ୍ଟ ଅଛି। ପ୍ରତି ମାସରେ ଆପଣ ଏକ ସଞ୍ଚୟ ଆକାଉଣ୍ଟରେ ଜମା ହୋଇଥିବା ରାଶି ଉପରେ ସୁଧ ମଧ୍ୟ…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri