Posted inରାଜ୍ୟ

ଓଡ଼ିଶାକୁ ମିଳିଲା ରାଷ୍ଟ୍ରୀୟ ଖଣିଜ ବିକାଶ ପୁରସ୍କାର

ଭୁବନେଶ୍ୱର,୧୩।୭(ବ୍ୟୁରୋ): ୨୦୨୧-୨୨ରେ ୪୯ ହଜାର ୫୩୦ କୋଟି ଟଙ୍କାର ଖଣି ରାଜସ୍ବ ଆଦୟ ହୋଇଛି। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ୧୧ ହଜାର ୮୮୭ କୋଟି ଟଙ୍କାର ରାଜସ୍ବ ସଂଗ୍ରହ କରାଯାଇଛି। ଏହା ବିଗତ ବର୍ଷ ତୁଳନାରେ ୨୧.୭୮ ପ୍ରତିଶତ ଅଧିକ । ତେବେ ଖଣି ପରିଚାଳନାରେ ଓଡିଶା ଏକ ନମ୍ବର ଭାବେ ରାଷ୍ଟ୍ରୀୟ ଖଣିଜ ବିକାଶ ପୁରସ୍କାର ପାଇଥିବା ନେଇ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲିକ ଖବରଦାତା ସମ୍ମିଳନୀ କରି କହିଛନ୍ତି ।

୨୦୧୫ରେ କେନ୍ଦ୍ର ସରକାର ଖଣି ନୀତିରେ ନୂଆ ସଂସ୍କାର ଆଣିବା ପରେ ଅଧିକ ଲାଭାନ୍ବିତ ହୋଇଛି ଓଡିଶା । ଖଣି କ୍ଷେତ୍ରରେ ବିରାଟ ପରିବର୍ତ୍ତନ ଆସିଛି । ବର୍ତ୍ତମାନ ସୁଦ୍ଧା ୨୨ଟିର ଅବଧି ଶେଷ ହୋଇଥିବା ବେଳେ ଖଣିଜ ଲିଜ୍‌ ସମେତ ୩୭ ଖଣିଜ ବ୍ଲକର ନିଲାମ ପ୍ରକ୍ରିୟା ଶେଷ ହୋଇଛି । ଆଗକୁ ଆଉ ୧୫ଟି ପ୍ରମୁଖ ଖଣି ଏବଂ ୧୬ଟି ଲଘୁ ଖଣିଜ ବ୍ଲକର ନିଲାମ କରାଯିବ । ଚଳିତ ବର୍ଷ ମୋଟ ଖଣିଜ ପଦାର୍ଥର ଉତ୍ପାଦନ ୧୦୭. ୫୪୬ ମିଲିୟନ ଟନ ହୋଇଛି। ସେହିଭଳି ୧୦୦.୬୧୨ ମିଲିୟନ ଟନ ପରିବହନ ହୋଇଛି। ଦେଶରେ ଆବଶ୍ୟକ ହେଉଥିବା ଲୁହା ପଥରର ୫୦ ପ୍ରତିଶତ କେବଳ ଓଡିଶା ପୂରଣ କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ, ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?