ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ଏହି ମାସରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ…

ଭୁବନେଶ୍ୱର,୭।୧୧: ରାଜ୍ୟରେ ପିଡିଏସ୍‌ ହିତାଧିକାରୀଙ୍କୁ ଗହମ ମିଳିବା ବନ୍ଦ ରହିଥିଲା। ହେଲେ ଆସନ୍ତା ବର୍ଷରୁ ସେମାନଙ୍କୁ ଚାଉଳ ସହ ଗହମ ମିଳିବ । ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ ବୋଲି ଗୁରୁବାର ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।

ମନ୍ତ୍ରୀ କହିଛନ୍ତି, କିଛି ହିତାଧିକାରୀ ଗହମ ଚାହୁଁଥିବା ବେଳେ କିଛି ଚାହୁଁନାହାନ୍ତି। ଏବେ ଗହମ ଆସିଛି, ସରକାରୀସ୍ତରରେ କାମ ବାକି ଥିବାରୁ ୨ ମାସ ବିଳମ୍ବ ହେବ । କେଉଁ ଜିଲାକୁ କେତେ ଗହମ ଆବଶ୍ୟକ ତାହାର ତଥ୍ୟ ସମ୍ପୃକ୍ତ ଜିଲାର ଜିଲାପାଳ ଦେବେ । ଅନ୍ୟପକ୍ଷରେ ୮୫% ରାସନକାର୍ଡରେ ଇ-କେୱାଇସି ଶେଷ ହୋଇଛି । ପୂରା ଶେଷ ହେବାକୁ ଆଉ ୧୫ ଦିନ ଲାଗିବ । ୧୬ ଲକ୍ଷରୁ ଉର୍ଦ୍ଧ୍ୱ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହେଲେଣି ବୋଲି ସେ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri