ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ ସରକାରୀ ଛୁଟିକୁ ବାତିଲ କରିଛନ୍ତି। ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ଦେଓରଞ୍ଜନ କୁମାର ସିଂ ଶୁକ୍ରବାର ସମସ୍ତ ବିଭାଗକୁ ଚିଠି ଲେଖିଛନ୍ତି। ‘ଦାନା’ ପରବର୍ତ୍ତୀ ବିପର୍ଯ୍ୟୟ ପରିଚାଳନା ଓ ଅନ୍ୟାନ୍ୟ କାର୍ଯ୍ୟକୁ ପ୍ରାଥମିକତା ଭିତ୍ତିରେ ସମ୍ପାଦନ କରାଯିବାର ଆବଶ୍ୟକତା ରହିଥିବା ଏସ୍‌ଆର୍‌ସି କହିଛନ୍ତି ।

ଚତୁର୍ଥ ଶନିବାର ଓ ରବିବାର ସରକାରୀ କାର୍ଯ୍ୟାଳୟ ଛୁଟି ରହିଥାଏ। ବାତ୍ୟା ଦାନା ଯୋଗୁ ରାଜ୍ୟ ସରକାରଙ୍କ କାର୍ଯ୍ୟାଳୟ ଅକ୍ଟୋବର ୨୬ ଓ ୨୭ ଦୁଇଦିନ ଖୋଲା ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଶାସନିକ ବିଭାଗଗୁଡ଼ିକ ଏଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ଏସ୍‌ଆର୍‌ସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ।…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଭୋଜି ଖାଇବାକୁ ଯାଇଥିଲେ ୨ ଭାଇ ୩ ବର୍ଷର ନାତୁଣୀଙ୍କୁ ନେଇ ଫେରିବା ବେଳେ ଦୁର୍ଘଟଣା: ବଡ଼ଭାଇ ମୃତ, ସାନ …

ଗୁଡ଼ାରି, ୨୨।୪ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ବକାଗୁଡ଼ା ନିକଟସ୍ଥ ଘାଟିରେ ଭାରସାମ୍ୟ ହରାଇ ଏକ ମୋଟର ସାଇକେଲ ମଙ୍ଗଳବାର ଅପରାହ୍ନରେ…

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା…

ପୁରୀ,୨୨ା୪(ଅଜିତ୍‌ କୁମାର ମହାନ୍ତି): ଅକ୍ଷାୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ସହ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଶୁଭାରମ୍ଭ ପରମ୍ପରା ମତେ ସମ୍ପନ୍ନ ହୋଇଛି।…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri