ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ ଏସୀୟ ଆଥଲେଟିକ୍ସ କାଉନ୍ସିଲ ବୈଠକରେ, ‘୨୦୨୭ ଏସୀୟ ଇନଡୋର ଆଥଲେଟିକ୍ସ ଚାମ୍ପିଅନସିପ୍’ର ଆୟୋଜନ ଦାୟିତ୍ୱ ଓଡ଼ିଶାକୁ ମିଳିଛି। ଓଡ଼ିଶାବାସୀଙ୍କ ପାଇଁ ଏହା ଗର୍ବ ଓ ଗୌରବର ମୁହୂର୍ତ୍ତ ବୋଲି କହିଛନ୍ତି ।

ବିଶ୍ୱ ଆଥଲେଟିକ୍ସ ଇନ୍‌ଡୋର ଚାମ୍ପିଅନସିପ୍ ୨୦୨୮ ପୂର୍ବରୁ ଅନୁଷ୍ଠିତ ହେବ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ‘ବିଶ୍ୱ ଆଥଲେଟିକ୍ସ ଇନଡୋର ଚାମ୍ପିଅନସିପ୍ ୨୦୨୮’ ପୂର୍ବରୁ ଏହି ଏସୀୟ ପ୍ରତିଯୋଗିତାର ଆୟୋଜନ ଆମ କ୍ରୀଡ଼ା ସଫଳତାରେ ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡ଼ିଛି। କ୍ରୀଡ଼ା କ୍ଷେତ୍ରରେ ଏହି ଗୌରବମୟ ସଫଳତା ଆମ ଅସ୍ମିତା ଓ ସ୍ୱାଭିମାନକୁ ଆହୁରି ସୁଦୃଢ଼ କରିବା ସହ ଆମର ଯୁବ କ୍ରୀଡ଼ା ପ୍ରତିଭାମାନଙ୍କୁ ବିଶ୍ୱ ସ୍ତରରେ ନୂଆ ପରିଚୟ ଦେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri