Posted inଖେଳ

ଓଡ଼ିଶା ସେଭେନ୍‌ ଏ ସାଇଡ୍‌ ରଗ୍‌ବୀ ଦଳ ଘୋଷିତ

ଭୁବନେଶ୍ୱର,୨୩ା୧୦, (ସରୋଜ ଜେନା): ଆସନ୍ତା ଅକ୍ଟୋବର ୨୬ ତାରିଖରେ ଗୋଆରେ ହେବାକୁ ଥିବା ୩୭ ତମ ଜାତୀୟ କ୍ରୀଡା ପାଇଁ ଓଡ଼ିଶା ସେଭେନ୍‌ ଏ ସାଇଡ୍‌ ପୁରୁଷ ଓ ମହିଳା ରଗ୍‌ବୀ ଦଳ ରବିବାର ଘୋଷଣା କରାଯାଇଛି। ଉଭୟ ଦଳରେ ୧୨ ଜଣ ଲେଖାଏ ଖେଳାଳି ରହିଥିବା ବେଳେ ୩ ଜଣ ସପୋର୍ଟ ଷ୍ଟାଫଙ୍କୁ ସାମିଲ କରାଯାଇଛି।
ପୁରୁଷ ଦଳ: ସୁଗୁଡା ମାଝି, ବିନୋଦ ମାରାଣ୍ଡି, ଅଶୋକ ହାଁସଦା, ଯୁଗଳ କିଶୋର ମାଝି, ରାଜକିଶୋର ମୁର୍ମୁ, ବିଭୂତି ଭୂଷଣ ସେଠୀ, ଆଶୁ ସବର, ଶାହାନଓ୍ବାଜ ଅହମଦ, ନାରାୟଣ ସାହୁ, ଅଜିତ କୁମାର ହାଁସଦା, ଗଣେଶ ଧାଙ୍ଗଡା ମାଝି, ସାଲେ ମାଝି।
କୋଚ୍‌: ଉପେନ୍ଦ୍ର କୁମାର ମହାନ୍ତି, ମ୍ୟାନେଜର: ଭରତ କୁମାର ସାହୁ, ଫିଜିଓ: ଶିବାଶିଷ ପତି।
ମହିଳା ଦଳ: ହୁପି ମାଝି, ନିର୍ମାଲ୍ୟ ରାଉତ, ତରୁଲତା ନାଏକ, ସନ୍ଧ୍ୟାରାଣୀ ଟୁଡୁ, ଡୁମୁଣି ମାରାଣ୍ଡି, ମାମା ନାଏକ, ସୁନୀତା ହାଁସଦା, ପାର୍ବତୀ ହାଁସଦା, ମାଲିନ୍‌ ସୟ, ରୀନା ସିଂଘା, କବିତା କସ୍ତୁରୀ ପଢିହାରୀ, ଆରତୀ ମୁର୍ମୁ।
କୋଚ୍‌: ମାନସ କୁମାର ଜେନା, ମ୍ୟାନେଜର: ପ୍ରଜ୍ଞା ପରିମିତା ଗରାବଡୁ, ଫିଜିଓ: ସୌମ୍ୟାଶ୍ରୀ ମିଶ୍ର।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?