‘ବାପାଙ୍କ ୬୦ ବର୍ଷର ଛବି ଚାଲିଗଲା’

ଭୁବନେଶ୍ୱର,୨୭।୩: ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାଙ୍କ ସାନପୁଅ ମନ୍ମଥ ରାଉତରାୟ ଆଜି ବିଜେଡିରେ ଯୋଗଦେବା ପରେ ବଡ଼ପୁଅ ସିଦ୍ଧାର୍ଥ ରାଉତରାୟ କଡ଼ା ବୟାନ ଦେଇଛନ୍ତି ।

ସିଦ୍ଧାର୍ଥ କହିଛନ୍ତି, ଆଜି ବାପାଙ୍କ ୬୦ ବର୍ଷର ଇମେଜ ଚାଲିଗଲା । କ୍ଷମତା ଲୋଭକୁ କେହି ଅଟକାଇ ପାରିବେନି । ଆମେ ଯେତେ ବୁଝାଇଲେ କ’ଣ ହେବ, କେହି ଅଟକାଇ ପାରିବେନି । ବାପାଙ୍କ ୬୦ ବର୍ଷର ଇମେଜ ଆଉ ରହିଲା କି, ସବୁ ଚାଲିଗଲା । ଆମେ କଂଗ୍ରେସ ଛାଡ଼ିବାର ନାହିଁ । ଆମେ ୫-ଟିକୁ ସଲାମ କରିପାରିବୁ ନାହିଁ । ଯିଏ ଠିକରେ ନାହିଁ, ସେ ତା’ର ଅଲଗା ଲାଇନ ଧରିଲା । ମୋ ଭାଇକୁ ବିଜେଡି ମୁର୍ଗା ବନାଇପାରେ ବୋଲି ସିଦ୍ଧାର୍ଥ କହିଛନ୍ତି ।

ପ୍ରକାଶ ଯେ ଆଜି ହଜାର ହଜାର ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ମନ୍ମଥ । ବିଜେଡିରେ ଯୋଗଦେବା ପରେ ମନ୍ମଥ ରାଉତରାୟ କହିଛନ୍ତି ଏହା ମୋ ପାଇଁ ଗର୍ବର ମୁହୂର୍ତ୍ତ । ଓ ଏକ ନମ୍ବର ଦଳ ମୋତେ ଚୟନ କରିଛି । ମୋତେ ଯାହା ବି ଦାୟିତ୍ୱ ମିଳିବ ତାହାକୁ ତୁଲାଇବି । ର୍ନିବାଚନ ଲଢିବି କି ନାହିଁ ତାହା ଦଳ ନିଷ୍ପତ୍ତି ନେବେ । ମୁଁ ଶୃଙ୍ଖଳିତ କର୍ମୀ ଭଳି କାମ କରିବି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri