ତାଲିମପ୍ରାପ୍ତ ୬ ଆଇଏଏସ୍‌ ଅଫିସର ଉପଜିଲାପାଳ ନିଯୁକ୍ତ

ଭୁବନେଶ୍ୱର,୩।୯: ଦ୍ୱିତୀୟ ପର୍ଯ୍ୟାୟ ତାଲିମ ପରେ ରାଜ୍ୟ ସରକାର ୨୦୨୨ ବ୍ୟାଚର ୬ ଜଣ ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସରଙ୍କୁ ରାଜ୍ୟର ବିଭିନ୍ନ ସ୍ଥାନରେ ଉପଜିଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଆଇଏଏସ ଅଫିସର ଅକ୍ଷୟ ପିଲାଇଙ୍କୁ ବଣାଇ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ପ୍ରହଲ୍ଲାଦ ନାରାୟଣ ଶର୍ମାଙ୍କୁ ଆଠଗଡ଼, ଅରୁଗୁଳା ସ୍ନେହାଙ୍କୁ ପଦ୍ମପୁର, ଅକଭରାମ ସସ୍ୟା ରେଡ୍ଡୀଙ୍କୁ ଜୟପୁର, ସମୀର କୁମାର ଜେନାଙ୍କୁ ତାଳଚେର ଏବଂ ସୌମ୍ୟ ରଞ୍ଜନ ପ୍ରଧାନଙ୍କୁ ରାଇରଙ୍ଗପୁର ଉପଜିଲପାଳ ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ଉପନିର୍ବାଚନ ପରେ ରାଜନୈତିକ ପରିବର୍ତ୍ତନର ସମ୍ଭାବନା, ଭାଙ୍ଗିଯିବ…

ଭୁବନେଶ୍ୱର,୧୬ା୧୧(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନ ଫଳାଫଳ ଆସିବା ପରେ ଓଡ଼ିଶା ରାଜନୀତିରେ ଅନେକ ରାଜନୈତିକ ଅଙ୍କ ବଦଳିବା ନେଇ ଏବେଠାରୁ ଚର୍ଚ୍ଚା ହେଲାଣି। ଯଦିଓ ଏବେ...

ଡିଏସ୍‌ପି, ଆଇଆଇସିଙ୍କ ବଦଳି ଅଙ୍କ ଛିଣ୍ଡୁନି

ଭୁବନେଶ୍ୱର,୧୬ା୧୧(ତ୍ରିନାଥ ମହାନ୍ତି): ରାଜ୍ୟ ପୋଲିସ ବିଭାଗରେ ସବୁକିଛି ଠିକ୍‌ଠାକ୍‌ ଚାଲିନାହିଁ। ଡିଏସ୍‌ପି, ଆଇଆଇସିଙ୍କ ବଦଳି ଓ ନୂଆ ଦାୟିତ୍ୱକୁ ନେଇ ଅଙ୍କ ଛିଣ୍ଡୁନି। ଫଳରେ ପଦୋନ୍ନତି...

ଜାତୀୟ ପ୍ରେସ୍‌ ଦିବସ: ଭ୍ରମାତ୍ମକ ଖବର ଓ ଗଣମାଧ୍ୟମର ବିଶ୍ୱସନୀୟତା

ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ ଗଣମାଧ୍ୟମ ସଦା ଦେଶ ଓ ସମାଜ ନିର୍ମାଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଆସୁଛି। ସତ୍ୟର ସନ୍ଧାନ, ନିରପେକ୍ଷ ଖବର ପ୍ରସାରଣ...

ଜୟଙ୍କ ନେତୃତ୍ୱରେ ୧ ନମ୍ବର ଜିଲା ହେବ ନୂଆପଡ଼ା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୧(ସୁନିତ୍‌ ମିଶ୍ର): ଭାଜପା ନୂଆପଡ଼ା ଉପନିର୍ବାଚନରେ ବିଜୟ ଲାଭ କରି ଇତିହାସ ରଚିଛି। ନୂଆପଡ଼ାବାସୀ ଭାଜପା ଉପରେ ଭରସା ଓ ବିଶ୍ୱାସ ରଖିଛନ୍ତି। ନୂଆପଡ଼ାରେ ଏଥର...

ଓଡ଼ିଶାର ସବୁ ବନ୍ଦରରେ ରହିବ କୋଷ୍ଟଗାର୍ଡ ବର୍ଥ

ପାରାଦୀପ ୧୬ା୧୧(ଶରତ ରାଉତ): ସାମ୍ପ୍ରତିକ ଭୂ-ରାଜନୈତିକ ଓ ସାମରିକ ଘଟଣାକ୍ରମକୁ ଦେଖିଲେ ଉପକୂଳ ଅଞ୍ଚଳ ଓ ବନ୍ଦରଗୁଡ଼ିକର ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ଏହାକୁ ହୃଦୟଙ୍ଗମ କରାଯାଇ...

ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୧୧: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏମ୍ସ ଡାକ୍ତରଙ୍କ ସହ ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ...

୮ ଏସ୍‌ସିବି ମେଡିକାଲ କର୍ମଚାରୀଙ୍କୁ ନୋଟିସ, ସରପ୍ରାଇଜ ଭିଜିଟ ସମୟରେ ଧରିଲେ ମେଡିକାଲ କର୍ତ୍ତୃପକ୍ଷ

କଟକ, ୧୫।୧୧ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଡ୍ୟୁଟି ସମୟରେ ଅନୁପସ୍ଥିତ ରହିଥିବା ୮ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ମେଡିକାଲ କର୍ତ୍ତୃପକ୍ଷ।...

ସର୍ବଭାରତୀୟ କ୍ରୀଡା ସମାରୋହ ଉଦ୍‌ଯାପିତ: ଯୋଗଦେଲେ ମୁଖ୍ୟମନ୍ତ୍ରୀ

ରାଉରକେଲା,୧୫।୧୧(ବିପ୍ଳବ ରଞ୍ଜନ ଦାଶ): ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ଜନଜାତି ଶିକ୍ଷାର୍ଥୀମାନଙ୍କ ଅନୁଷ୍ଠାନ(ନେଷ୍ଟସ) ଏବଂ ଓଡିଶା ସରକାରଙ୍କ ଅନୁସୂଚିତ ଜନଜାତି ବିକାଶ, ସଂଖ୍ୟାଲଘୁ ଏବଂ...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri