ଭୁବନେଶ୍ୱର, ୧।୧୦ (କ୍ରୀଡ଼ା ପ୍ରତିନିଧି): ବିସିସିଆଇ ଆନୁକୂଲ୍ୟରେ ସିନିୟର ମହିଳା ଟି୨୦ ପ୍ରତିଯୋଗିତା ବେଙ୍ଗାଲୁରୁଠାରେ ଅକ୍ଟୋବର ୧୧ରୁ ଆରମ୍ଭ ହେବ। ଏଥିପାଇଁ ଶୁକ୍ରବାର ୧୬ ଜଣିଆ ଓଡ଼ିଶା ଦଳ ଘୋଷଣା କରାଯାଇଛି। ମାଧୁରୀ ମେହେଟା ଅଧିନାୟିକା ଓ ସୁଶ୍ରୀ ଦିବ୍ୟଦର୍ଶିନୀ ଉପ-ଅଧିନାୟିକା ମନୋନୀତ ହୋଇଛନ୍ତି।
ଓଡ଼ିଶା ଦଳ: ମାଧୁରୀ ମେହେଟା (ଅଧିନାୟିକା), ସୁଶ୍ରୀ ଦିବ୍ୟଦର୍ଶିନୀ (ଉପ-ଅଧିନାୟିକା), ପ୍ରଜ୍ଞା ପାରମିତା ମହାନ୍ତି (ଉଇକେଟ କିପର), ରଶ୍ମିତା ଚିନାରା (ଉଇକେଟ କିପର), କାଜଲ ଜେନା, ସରିତା ମେହେର, ଶୁଭ୍ରା ନିର୍ଝରିଣୀ ସ୍ବାଇଁ, ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ, ରସନାରା ପରବିନ, ସୁଜାତା ମଲିକ, ରାମେଶ୍ୱରୀ ନାୟକ, ଶିଳ୍ପା ସ୍ବାଇଁ, ଇନ୍ଦ୍ରାଣୀ ଛତ୍ରିଆ, ଲକ୍ଷ୍ମିପ୍ରୀୟା ନାୟକ, ବନଲତା ମଲିକ, ରୀମାଲକ୍ଷ୍ମୀ ଏକ୍କା।
ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍
‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି…
କାର୍ଗିଲ୍ ଯୁଦ୍ଧର ଯୋଦ୍ଧା ଏବେ ରାମ ମନ୍ଦିରର CEO! ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ଲାଗିଲା ମୋହର
ନୂଆଦିଲ୍ଲୀ,୨।୯: ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓଙ୍କ ନାମ ଘୋଷଣା କରାଯାଇଛି । ସୂଚନା ଅନୁସାରେ, ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ମୋହର ଲାଗିଛି…
ଦୈନିକ ରାଜ୍ୟ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ, ପାଟ୍ରୋଲିଂବେଳେ ୨ ଜଣଙ୍କୁ ଅଟକାଇବାରୁ ମିଳିଲା…
ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ): ଗଞ୍ଜେଇ ଚାଲାଣବେଳେ ଭଞ୍ଜନଗର ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ୨୪ କେଜି ୭୯୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଏକ ମୋଟରସାଇକେଲ…
ଜନ୍ମାଷ୍ଟମୀରେ ୪ଟି ବଡ଼ ରାଜଯୋଗ: ଚମକିବ ୫ ରାଶିର ଭାଗ୍ୟ, ପ୍ରଚୁର ଧନଲାଭକୁ ମିଳିବ ବଡ଼ ସଫଳତା
ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ପର୍ୱ ‘ଜନ୍ମାଷ୍ଟମୀ’ ସେପ୍ଟେମ୍ୱର ୪ ତାରିଖରେ ପାଳିତ ହେବ। ଧାର୍ମିକ ଦୃଷ୍ଟିକୋଣରୁ ଜନ୍ମାଷ୍ଟମୀ ଦିନଟି ବେଶ ସ୍ୱତନ୍ତ୍ର ହୋଇଥିବା ବେଳେ ଏଥର ଗ୍ରହମାନଙ୍କ…
ଠେଙ୍ଗାରେ ପିଟିପିଟି ବୃଦ୍ଧ ବାପାଙ୍କୁ ହତ୍ୟା: ପୁଅ-ବୋହୂ ଗିରଫ
କୁଆଁରମୁଣ୍ଡା,୨ା୯(ମହେନ୍ଦ୍ର କୁମାର ସାହୁ): ଠେଙ୍ଗାରେ ପିଟି ନିଜର ଜନ୍ମ କଲା ବୃଦ୍ଧ ବାପାଙ୍କୁ ହତ୍ୟା କରାଯାଇଛି। ଏଭଳି ହତ୍ୟାକାଣ୍ଡ କରିଛନ୍ତି ପୁଅ ଓ ବୋହୂ। ଏହି ଘଟଣା…
MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍ୱେ ଷ୍ଟେଶନରୁ ମିଳିଲା ମୋବାଇଲ
ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ…
ନେପାଳ ବନ୍ୟା ପରେ ଭାରତର ସହାୟତାକୁ ପ୍ରଶଂସା, ପ୍ରଧାନମନ୍ତ୍ରୀ କହିଲେ…
କାଠମାଣ୍ଡୁ,୨ା୯: ନେପାଳରେ ଭୟଙ୍କର ବନ୍ୟା ପରେ ଭାରତ ପକ୍ଷରୁ ମିଳୁଥିବା ଲଗାତାର ସହାୟତାକୁ ନେଇ ଭାରତ ଓ ଚାଇନାକୁ ଧନ୍ୟବାଦ ଜଣାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ ଶାହା।…
ସ୍ତ୍ରୀର ପରକୀୟା ପ୍ରୀତି ଉପରେ ନଜର ରଖିବା ପଡ଼ିଲା ମହଙ୍ଗା: ଟୁଥବ୍ରଶ୍ରୁ ସନ୍ଦେହ କରି ଫସିଲେ ସ୍ୱାମୀ, କୋର୍ଟ କହିଲେ…
ନୂଆଦିଲ୍ଲୀ,୨।୯: ପତ୍ନୀଙ୍କ ପରକୀୟା ସମ୍ପର୍କ ଉପରେ ସନ୍ଦେହ ଉପୁଜିବା ପରେ ଆରମ୍ଭ ହେଲା ବିବାଦ । ସନ୍ଦେହ ଦୂର କରିବା ପାଇଁ ସ୍ୱାମୀ ଏମିତି ଏକ ପଦକ୍ଷେପ…
Archives

