Posted inଖେଳ

ବିଜୟ ସହ ଓଡ଼ିଶାର ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୯।୧ (ତପନ ସ୍ବାଇଁ): ହୁବାଲିର ରେଲଓ୍ବେ କ୍ରିକେଟ ଗ୍ରାଉଣ୍ଡରେ ୪ର୍ଥ ଜାତୀୟ ଦୃଷ୍ଟିବାଧିତ ମହିଳା କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ଓଡ଼ିଶା ପ୍ରଥମ ମ୍ୟାଚରେ ତେଲେଙ୍ଗାନାକୁ ହରାଇ ଅଭିଯାନ ଆରମ୍ଭ କରିଛି। ଟସ୍‌ ଜିତି ବ୍ୟାଟିଂ କରିଥିବା ତେଲେଙ୍ଗାନା ୧୩.୨ ଓଭରରେ ୫୦ ରନରେ ଅଲ୍‌ଆଉଟ ହୋଇଥିଲା। ଓଡ଼ିଶା ପକ୍ଷରୁ ପାର୍ବତୀ ମାର୍ଣ୍ଡି ଓ ଯମୁନା ରାଣୀ ଟୁଡୁ ଗୋଟିଏ ଲେଖାଏ ଉଇକେଟ ନେଇଥିବାବେଳେ ୮ ବ୍ୟାଟର ରନ୍‌ଆଉଟ ହୋଇଥିଲେ। ଜବାବରେ ଓଡ଼ିଶା ୫ ଓଭରରେ ୨ ଉଇକେଟ ହରାଇ ୫୧ ରନ ସଂଗ୍ରହ କରି ନେଇଥିଲା। ୩୪ ରନ ସ୍କୋର କରିଥିବା ଝିଲି ବରୁଆ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଓଡ଼ିଶା ଏହାର ଦ୍ୱିତୀୟ ମ୍ୟାଚ ଗୁଜରାଟ ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…

ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri